ETV Bharat / state

ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ପରିଚୟ ଖୋଜୁଛି ପୋଲିସ

author img

By

Published : Jun 6, 2022, 11:03 AM IST

Updated : Jun 6, 2022, 12:30 PM IST

ଢେଙ୍କାନାଳରୁ ଅଚିହ୍ନା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଅଧିକ ପଢନ୍ତୁ

ଅଚିହ୍ନା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଅଚିହ୍ନା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଢେଙ୍କାନାଳ: ଅଚିହ୍ନା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଏହା ହତ୍ୟା ନା ଅତ୍ମହତ୍ୟା ଏଯାଏଁ ସ୍ପଷ୍ଟ ହୋଇନି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁସାରେ, ଢେଙ୍କାନାଳ ଜିଲ୍ଲା ଭୁବନ ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ଜାତୀୟ ରାଜପଥ ୫୩ ରାସ୍ତା କଡରେ ଏକ ଗଛରେ ଆଜି(ସୋମବାର) ମୃତଦେହ ଝୁଲୁଥିବାର ଦେଖିବାକୁ ମିଳିଥିଲା । ପରେ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି । ଏହା ହତ୍ୟା ନା ଆତ୍ମହତ୍ୟା ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡିବ।

ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ପରିଚୟ ଖୋଜୁଛି ପୋଲିସ

ଇଟିଭି ଭାରତ,ଢେଙ୍କାନାଳ

Last Updated : Jun 6, 2022, 12:30 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.