ETV Bharat / state

ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ - youth drown in dhenkanal

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ବିଜାଡିହି ଗ୍ରାମରେ ପୋଖରୀରେ ବୁଡି ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ
ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ
author img

By

Published : Jul 27, 2020, 10:35 PM IST

ଢେଙ୍କାନାଳ: ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ । ମୃତକ ହେଲେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ବିଜାଡିହି ଗ୍ରାମର ସମିର ପ୍ରଧାନ । ଅପରାହ୍ନରେ ସମୀର ବିଲ କାମ ସାରି ପୋଖରୀକୁ ଗାଧୋଇବା ପାଇଁ ଯାଇଥିବା ବେଳେ ଅସାବଧନତାବଶତଃ ବୁଡିଯାଇଥିଲେ ।

ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ

ଫେରିବାରେ ବଳମ୍ବ ହେବାରୁ ପରିବାର ଲୋକେ ଖୋଜା ଖୋଜି କରି ଦେଖିଲା ବେଳକୁ ପୋଖରୀ ହୁଡାରେ ଲୁଗାପଟା ଓ ମୋବାଇଲ ଥିଲା । ବୁଡିଯାଇଥିବା ସନ୍ଦେହ କରି ଖୋଜି ପାଇ ନଥିଲେ ।

ପରେ ଖବର ପାଇ ଅଗ୍ନୀଶମ ବାହିନୀ ପହଞ୍ଚି ଉଦ୍ଧାର କରି କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଲୟରେ ଭର୍ତ୍ତି କରିଥିଲେ । ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି ।

ଢେଙ୍କାନାଳରୁ ଉର୍ମିଳା ପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.