ETV Bharat / state

ଗଜପତିରେ ପୁଣି 11 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

author img

By

Published : Jun 10, 2020, 1:14 PM IST

ପୁଣି ଗଜପତିରେ 11 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ 10ଜଣ ମହାରାଷ୍ଟ୍ର ଫେରନ୍ତା ହୋଇଥିବା ବେଳେ ଜଣେ ତାମିଲନାଡୁ ଫେରନ୍ତା ବୋଲି ଜଣାପଡିଛି ।

corona
ଗଜପତିରେ ପୁଣି 11 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଗଜପତି: ପୁଣି ଗଜପତିରେ 11 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ 10ଜଣ ମହାରାଷ୍ଟ୍ର ଫେରନ୍ତା ହୋଇଥିବାବେଳେ ଜଣେ ତାମିଲନାଡୁ ଫେରନ୍ତା ବୋଲି ଜଣାପଡିଛି ।

ଏମାନେ ଗଜପତି ଜିଲ୍ଲାକୁ ଆସିବା ପରେ ପରେ ବିଭିନ୍ନ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଥିଲେ। ତେବେ ଏମାନଙ୍କ ଠାରେ କୋରୋନା ଲକ୍ଷଣ ଥିବାରୁ ସେମାନେ ପୂର୍ବରୁ କୋଭିଡ ମେଡିକାଲରେ ଥିଲେ । ବୁଧବାର ସମସ୍ତ 11 ଜଣଙ୍କୁ କୋଭିଡ ମେଡିକାଲରେ ଭର୍ତ୍ତି କରାଯାଇଥିବା ଗଜପତି ଜିଲ୍ଲାପାଳ ଅନୁପମ ଶାହା ସୂଚନା ଦେଇଛନ୍ତି ।

ବର୍ତ୍ତମାନ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 72ରେ ପହଞ୍ଚି ଥିବାବେଳେ ସେମାନଙ୍କ ମଧ୍ୟରୁ 33 ଜଣ ସୁସ୍ଥ ଏବଂ 39 ଜଣ ଆକ୍ରାନ୍ତ ଆର ସୀତାପୁରସ୍ଥିତ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

ଗଜପତିରୁ ହରିହର ପଟ୍ଟନାୟକ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.