ETV Bharat / state

ଗଜପତିରେ ପୁଣି 5 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଶୁକ୍ରବାର ଗଜପତିରେ ପୁଣି 5 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ବର୍ତ୍ତମାନ ଜିଲ୍ଲାରେ ସର୍ବମୋଟ ଆକ୍ରାନ୍ତ ସଂଖ୍ୟା 84ରେ ପହଞ୍ଚିଛି ।

corona
ଗଜପତିରେ ପୁଣି 5 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ
author img

By

Published : Jun 12, 2020, 1:30 PM IST

ଗଜପତି: ରାଜ୍ୟରେ କ୍ରମାଗତ ଭାବେ ବଢିଚାଳିଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏହି କ୍ରମରେ ଶୁକ୍ରବାର ଗଜପତିରେ ପୁଣି 5 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ବର୍ତ୍ତମାନ ଜିଲ୍ଲାରେ ସର୍ବମୋଟ ଆକ୍ରାନ୍ତ ସଂଖ୍ୟା 84ରେ ପହଞ୍ଚିଛି ।

ଗଜପତିରେ ପୁଣି 5 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

5 ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଆନ୍ଧ୍ରପ୍ରଦେଶ ଫେରନ୍ତା ହୋଇଥିବା ବେଳେ 4 ଜଣ ମହାରାଷ୍ଟ୍ର ଫେରନ୍ତା ବୋଲି ଜଣାପଡିଛି । ଏମାନେ ଗଜପତି ଜିଲ୍ଲାକୁ ଆସିବା ପରେ ପରେ ବିଭିନ୍ନ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଥିଲେ। ଶୁକ୍ରବାର ସମସ୍ତ 5 ଜଣ ଆକ୍ରାନ୍ତଙ୍କୁ କୋଭିଡ ମେଡିକାଲରେ ଭର୍ତ୍ତି କରାଯାଇଥିବା ଗଜପତି ଜିଲ୍ଲାପାଳ ଅନୁପମ ଶାହା ସୂଚନା ଦେଇଛନ୍ତି ।

ବର୍ତ୍ତମାନ ଜିଲ୍ଲାରେ ସର୍ବମୋଟ ଆକ୍ରାନ୍ତ ସଂଖ୍ୟା 84ରେ ପହଞ୍ଚି ଥିବାବେଳେ ସେମାନଙ୍କ ମଧ୍ୟରୁ 45 ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ 39 ଜଣ ଆକ୍ରାନ୍ତ ଆର ସୀତାପୁର ସ୍ଥିତ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ପ୍ରକାଶ ଥାଉକି, ଶୁକ୍ରବାର ରାଜ୍ୟରେ 112 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ 3,498 ରେ ପହଞ୍ଚିଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 2354 ଆକ୍ରାନ୍ତ ସୁସ୍ତ ହୋଇ ଘରକୁ ଫେରିଛନ୍ତି ।

ଗଜପତିରୁ ହରିହର ପଟ୍ଟନାୟକ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.