ETV Bharat / state

ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ମୋ ପରିବାର 'ଜୀବନ ବିନ୍ଦୁ' କାର୍ଯ୍ୟକ୍ରମ - District Head Quarter hospital

କୋରୋନା ମହାମାରୀ ସମୟରେ ରକ୍ତ ଅଭାବରୁ ଅକାଳରେ ଝଡି ପଡୁଛି ଜୀବନ । ରକ୍ତର ଅଭାବକୁ ଦୃଷ୍ଟିରେ ରଖି ମୋ ପରିବାର ପକ୍ଷରୁ 'ଜୀବନ ବିନ୍ଦୁ' କାର୍ଯ୍ୟକ୍ରମ । ଅଧିକ ପଢନ୍ତୁ...

ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ମୋ ପରିବାର 'ଜୀବନ ବିନ୍ଦୁ' କାର୍ଯ୍ୟକ୍ରମ

author img

By

Published : May 28, 2021, 8:39 PM IST

ଗଜପତି: ଜିଲ୍ଲା ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟ ପରିସର ରକ୍ତ ଭଣ୍ଡାର କକ୍ଷରେ ମୋ ପରିବାର 'ଜୀବନ ବିନ୍ଦୁ' ଆନୁକୁଲ୍ୟରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ମହାମାରୀ ସମୟରେ ରକ୍ତର ଅଭାବକୁ ଦୃଷ୍ଟିରେ ରଖି ଆୟୋଜିତ ଏହି ଶିବିରରେ ୨୬ ୟୁନିଟ ରକ୍ତ ସଂଗ୍ରହ ହୋଇଛି ।

ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ମୋ ପରିବାର 'ଜୀବନ ବିନ୍ଦୁ' କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ମୋ ପରିବାର 'ଜୀବନ ବିନ୍ଦୁ' କାର୍ଯ୍ୟକ୍ରମ

ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ ଅନଲାଇନ ମାଧ୍ୟମରେ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିବା ସହ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ବିଜେଡ଼ି ସଭାପତି ପ୍ରଦୀପ ନାୟକ, ଯୁବ ବିଜେଡ଼ି ସଭାପତି ଏସ. ଲିଙ୍ଗରାଜ, ଛାତ୍ର ବିଜେଡ଼ି ସଭାପତି ବିଶ୍ୱଜିତ୍ ତ୍ରିପାଠୀ, ମୋ ପରିବାର ସଂଯୋଜିକା ଇନ୍ଦିରା ପଟ୍ଟନାୟକ, ନଗର ବିଜେଡ଼ି ସଭାପତି ସୂର୍ଯ୍ୟ ନାରାୟଣ ରାଜୁଗୁରୁ ଉପସ୍ଥିତ ଥିଲେ, ଯୁବ ନେତା ସୁଜିତ କୁମାର ଦାସଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ସମସ୍ତ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।

ଗଜପତିରୁ ହରିହର ପଟ୍ଟନାୟକ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.