ETV Bharat / state

ପ୍ରେମୀ ଯୁଗଳଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର - ଗଜପତି ପ୍ରେମୀ ଯୁଗଳଙ୍କ ସନ୍ଦେହଜନକ ମୃତ୍ୟୁ

ପ୍ରେମୀ ଯୁଗଳଙ୍କ ସନ୍ଦେହଜନକ ମୃତ୍ୟୁ । ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ପ୍ରେମୀ ଯୁଗଳଙ୍କ ମୃତଦେହ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅଧିକ ପଢନ୍ତୁ...

young boys and girls dead body found in gajapati
ପ୍ରେମୀ ଯୁଗଳଙ୍କ ସନ୍ଦେହଜନକ ମୃତ୍ୟୁ
author img

By

Published : Mar 7, 2021, 10:35 PM IST

ପାରଳାଖେମୁଣ୍ଡି: ପ୍ରେମୀ ଯୁଗଳଙ୍କ ସନ୍ଦେହଜନକ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ଗୁରାଣ୍ଡିଥାନା ଅନ୍ତର୍ଗତ କାଣ୍ଟ୍ରାଗଡା ପଞ୍ଚାୟତର ଆରିବା ଗ୍ରାମରେ ।

young boys and girls dead body found in gajapati
ପ୍ରେମୀ ଯୁଗଳଙ୍କ ସନ୍ଦେହଜନକ ମୃତ୍ୟୁ

ଦୀର୍ଘ ଦିନ ଧରି ସେମାନଙ୍କ ପ୍ରେମ ସମ୍ପର୍କ ଥିଲା । ତେବେ ଝିଅ ଘର ଲୋକ ତାର ଅନ୍ୟତ୍ର ବିବାହ ପାଇଁ ଯୋଜନା କରିଥିଲେ । ହେଲେ ସନ୍ଦେହଜନକ ଅବସ୍ଥାରେ ଉଭୟଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ମିଳିଥିବାରୁ ହତ୍ୟା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି । କି ଭଳି ଏହି ଘଟଣା ଘଟିଛି ସେ ନେଇ ପୋଲିସ ଖୋଳତାଡ ଆରମ୍ଭ କରିଛି ।

ଗଜପତିରୁ ହରିହର ପଟ୍ଟନାୟକ,ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.