ETV Bharat / state

ଲାଞ୍ଚ ନେଇ ଧରାପଡିଲେ ଆସିକା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ କନିଷ୍ଠ କିରାଣୀ

author img

By

Published : Jun 12, 2022, 9:30 PM IST

ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ଆସିକା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର କନିଷ୍ଠ କିରାଣୀ । ଅଧିକ ପଢନ୍ତୁ

ଲାଞ୍ଚ ନେଇ ଧରାପଡିଲେ ଆସିକା ଗୋଷ୍ଠୀଶିକ୍ଷା କାର୍ଯ୍ୟାଳୟ କନିଷ୍ଠ କିରାଣି

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ଆସିକା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର କନିଷ୍ଠ କିରାଣୀ । 5000 ଲାଞ୍ଚ ନେଉ ଥିବାବେଳେ ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି କନିଷ୍ଠ କିରାଣୀ ମନୋଜ କୁମାର ପ୍ରଧାନ । କେଶରାପଲ୍ଲି ଗାଁର ଅବସର ପ୍ରାପ୍ତ ଶିକ୍ଷକ ନବଘନ ଗୌଡ଼ଙ୍କ ଠାରୁ ଲାଞ୍ଚ ନେଉଥିବା ସୂଚନା ।

ଖବର ଅନୁଯାୟୀ, ତିରିଶି ବର୍ଷିଆ ବେନିଫିଟ ସାର୍ଟିଫିକେଟ କରାଇ ଦେବା ପାଇଁ ଲାଞ୍ଚ ନେଉଥିଲେ ମନୋଜ । ଏହି ସମୟରେ ଭିିଜିଲାନ୍ସ ତାଙ୍କୁ ଧରି ଥିବାବେଳେ କାର୍ଯ୍ୟାଳୟ ସମେତ ଦୁଇଟି ସ୍ଥାନରେ ଚଢାଉ ଜାରି ରଖିଛି । ଏନେଇ ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଇଟିଭି ଭାରତ, ଗଞ୍ଜାମ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.