ETV Bharat / state

ଗୋଳିଆ ହେଉଛି କାଳିଆ: ଜିଲ୍ଲାପାଳ ନେଲେ କଡ଼ା କାର୍ଯ୍ୟାନୁଷ୍ଠାନ - kalia scheme

କାଳିଆ ଯୋଜନା ଅର୍ଥ ହେରଫେର ଅଭିଯୋଗ । ହିତାଧିକାରୀ ପରିବର୍ତ୍ତେ ଅନ୍ୟ ଜଣଙ୍କୁ ମିଳୁଛି ଟଙ୍କା । େଭଳି ସଙ୍ଗୀନ ଅଭିଯୋଗ ଆସିବା ପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଜିଲ୍ଲାପାଳ । ଆଗକୁ ପଢନ୍ତୁ..

kalia-scheme
kalia-scheme
author img

By

Published : Feb 6, 2020, 1:34 AM IST

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଧରାକୋଟ ବ୍ଲକ ଅନ୍ତର୍ଗତ ସିଙ୍ଗିପୁର ସେବା ସମବାୟ ସମିତିରେ କାଳିଆ ଯୋଜନାରେ ଅର୍ଥ ହଡପ । ହିତାଧିକାରୀଙ୍କ ବଦଳରେ ଅନ୍ୟ ଜଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର କରି ହେରଫେର କରାଯାଇଥିବା ନେଇ ହୋଇଛି ସଙ୍ଗୀନ ଅଭିଯୋଗ ।

ଗୋଳିଆ ହେଉଛି କାଳିଆ: ଜିଲ୍ଲାପାଳ ନେଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଉକ୍ତ ମାମଲାରେ ଅଭିଯୋଗକାରୀଙ୍କ ପକ୍ଷରୁ ବିକ୍ଷୋଭ କରାଯାଇଥିବା ବେଳେ ଘଟଣାକୁ ଗଞ୍ଜାମ ଜିଲ୍ଲାପାଳ ଗୁରୁତର ସହ ନେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି। ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଏଭଳି ଗୁରୁତର ଅଭିଯୋଗ ଆସିଥିବା ସମ୍ପୃକ୍ତ ସେବା ସମବାୟ ସମିତିର ସମ୍ପାଦକଙ୍କୁ ନିଲମ୍ବନ କରିଛନ୍ତି ।ଏବଂ ଡାଟା ଏଣ୍ଟ୍ରି ଅପରେଟରଙ୍କ ବିରୋଧରେ ଥାନାରେ ଏତଲା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସେଠାରେ ଥିବା ସରକାରଙ୍କ ସଂପୃକ୍ତ ବିଭାଗ ପର୍ଯ୍ୟବେକ୍ଷକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଏଥି ସହ ଉକ୍ତ ବ୍ୟାଙ୍କ ଆକାଉଣ୍ଟରେ ଦେଣନେଣ ଉପରେ ରୋକ ଲଗାଇବାକୁ ବ୍ୟାଙ୍କ କର୍ତ୍ତୃପକ୍ଷ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଣିକି ସମସ୍ତ ଡାଟା ଏଣ୍ଟ୍ରି ଅପରେଟରଙ୍କ କାମ ପୁନଃ ଯାଞ୍ଚ ହେବା ସହ ମନିଟରିଂ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।ଏପରିକି କୃଷି ବିଭାଗର ବ୍ରହ୍ମପୁର ଉପନିର୍ଦ୍ଦେଶକ ଏହାର ତଦନ୍ତ କରି ରିପୋର୍ଟ ପ୍ରଦାନ କରିବାକୁ କହିଛନ୍ତି ।

ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

Intro:ଗଞ୍ଜାମ ଜ଼ିଲାର ଧରାକୋଟ ବ୍ଲକ ଅନ୍ତର୍ଗତ ସିଙ୍ଗିପୁର ସେବା ସମବାୟ ସମିତି ରେ ସରକାର ଙ୍କ କାଳିଆ ଯୋଜନା ଅର୍ଥ ହିତାଧିକାରୀଙ୍କ ବଦଳରେ ଅନ୍ୟ ଜଣଙ୍କ ବ୍ୟାଙ୍କ ଆକାଉଣ୍ଟ କୁ ଟ୍ରାନ୍ସଫର କରି ହେରଫେର କରାଯାଇଥିବା ଅଭିଯୋଗ ହୋଇଥିଲା। ଉକ୍ତ ମାମଲାରେ ଅଭିଯୋଗକାରୀ ଙ୍କ ପକ୍ଷରୁ ବିକ୍ଷୋଭ କରାଯାଇଥିବା ବେଳେ ଘଟଣାକୁ ଗଞ୍ଜାମ ଜ଼ିଲାପାଳ ଗୁରୁତ୍ତର ସହ ନେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏଭଳି ଗୁରୁତ୍ତର ଅଭିଯୋଗ ଆସିଥିବା ସମ୍ପୃକ୍ତ ସେବା ସମବାୟ ସମିତିର ସମ୍ପାଦକଙ୍କୁ ନିଲମ୍ବନ କରାଯାଇଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କ ବିରୋଧରେ ଥାନାରେ ଏତଲା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେଠାରେ ଥିବା ସରକାର ଙ୍କ ସଂପୃକ୍ତ ବିଭାଗ ପର୍ଯ୍ୟବେକ୍ଷକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଏଥି ସହ ଉକ୍ତ ବ୍ୟାଙ୍କ ଆକାଉଣ୍ଟରେ ଦେଣନେଣ ଉପରେ ରୋକ ଲଗାଇବାକୁ ବ୍ୟାଙ୍କ କର୍ତ୍ତୁପକ୍ଷଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଣିକି ସମସ୍ତ ଡାଟା ଏଣ୍ଟ୍ରି ଅପରେଟରଙ୍କ କାମ ପୁନଃ ଯାଞ୍ଚ ହେବା ସହ ମନିଟରିଂ କରାଯିବ ବୋଲି ଜ଼ିଲାପାଳ କହିଛନ୍ତି।ଏପରିକି କୃଷି ବିଭାଗର ବ୍ରହ୍ମପୁର ଉପନିର୍ଦ୍ଦେଶକ ଏହାର ତଦନ୍ତ କରି ରିପୋର୍ଟ ପ୍ରଦାନ କରିବାକୁ କହିଛନ୍ତି ।
Body:ବାଇଟ୍-ବିଜୟ ଅମୃତା କୁଲାଙ୍ଗେ (ଜିଲ୍ଲାପାଳ ,ଗଞ୍ଜାମ)
ବ୍ରହ୍ମପୁର ରୁ ସମୀର ଆଚାର୍ଯ୍ୟ ଇଟିଭି ଭାରତ...Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.