ETV Bharat / state

ବର୍ଷାରେ ବେହାଲ ଗଞ୍ଜାମ, ଆଜି ସମସ୍ତ ସ୍କୁଲ ବନ୍ଦ

ବଙ୍ଗୋପସାଗର ସୃଷ୍ଟ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଗୁରୁବାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ବ୍ରହ୍ମପୁର
author img

By

Published : Oct 24, 2019, 9:08 AM IST

ବ୍ରହ୍ମପୁର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ସଲଗ୍ନ ଏବଂ ତାମିଲନାଡୁ ଉତ୍ତର ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା । ଏହି କ୍ରମରେ ଗତ ଦୁଇ ଦିନ ଧରି ଗଞ୍ଜାମ ଜିଲ୍ଲାରେ ବର୍ଷା ଲାଗି ରହିଛି । ଏଥି ଯୋଗୁଁ ବିଭିନ୍ନ ଅଞ୍ଚଳରେ ପାଣି ଜମିବା ସହ ଯାତାୟତ ବାଧାପ୍ରାପ୍ତ ହୋଇଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ବ୍ରହ୍ମପୁର

ଲଘୁଚାପଜନିତ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାପାଳ ଗୁରୁବାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି । ଏନେଇ ସମସ୍ତ ଇଲୋକ୍ଟ୍ରୋନିକ ଡିପାର୍ଟମେଣ୍ଟର ଅଧିକାରୀଙ୍କୁ ନେଇ ବୈଠକ ହୋଇଥିବାବେଳେ ବିଭିନ୍ନ ତଳିଆ ଅଞ୍ଚଳକୁ ସତର୍କ ସୂଚନା ଜାରି କରାଯାଇଛି ।

ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

Intro:ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ସ°ଲଗ୍ନ ଓ ତାମିଲନାଡୁ ଉତ୍ତର ଏବଂ ଦକ୍ଷିଣ ଆନ୍ଦ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ କାରଣରୁ ଗତ ଦୁଇ ଦିନ ଧରି ଗଞ୍ଜାମ ଜିଲ୍ଲାରେ ବର୍ଷା ଲାଗିରହିଛି ।ସାରା ଜିଲ୍ଲାରେ ବର୍ଷା ଜାରି ରହିଥିବାରୁ ଏହାକୁ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଅଧିକ ସତର୍କ ରହିଥିବା ବେଳେ ଗୁରୁବାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନାବାଡି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ ।ଏନେଇ ସମସ୍ତ ଲାଇନ ଡିପାର୍ଟମେଣ୍ଟର ଅଧିକାରୀ ଙ୍କୁ ନେଇ ବୈଠକ ହୋଇଥିବା ବେଳେ ବିଭିନ୍ନ ତଳି ଅଞ୍ଚଳକୁ ସତର୍କତା ସୂଚନା ଦିଆଯାଇଛି ।

Body:ବାଇଟ୍-ବିଜୟ ଅମୃତ କୁଲାଙ୍ଗେ(ଜିଲ୍ଲାପାଳ, ଗଞ୍ଜାମ)
ବ୍ରହ୍ମପୁର ରୁ ସମୀର ଆଚାର୍ଯ୍ୟ ଇଟିଭି ଭାରତ...

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.