ETV Bharat / state

ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି ଗଞ୍ଜାମ ଜିଲ୍ଲାପାଳଙ୍କ ସ୍ଥିତି ସମୀକ୍ଷା

ଆସନ୍ତା ୨୮ ତାରିଖରେ ଓଡିଶା ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏହାକୁ ନଜରରେ ରଖି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ରଙ୍ଗେଇଲୁଣ୍ଡା ଏୟାର ଷ୍ଟ୍ରିପରେ ପହଞ୍ଚି ଡିପାର୍ଟମେଣ୍ଟର ଅଧିକାରୀଙ୍କ ସହ ଆଲୋଚନା କରିବା ସହ ସମସ୍ତ ବ୍ୟବସ୍ଥାକୁ ବୁଲି ଦେଖିଛନ୍ତି ।

ଫଟୋ ସୌଜନ୍ୟ- ସମ୍ବାଦଦାତା, ବ୍ରହ୍ମପୁର
author img

By

Published : Sep 26, 2019, 1:19 PM IST

ବ୍ରହ୍ମପୁର: ଆସନ୍ତା ୨୮ ତାରିଖରେ ଗଞ୍ଜାମ ଜିଲ୍ଲାର ଗୋପାଳପୁର ନିକଟବର୍ତ୍ତୀ ଆର୍ମି ଏୟାର ଡିଫେନ୍ସ କଲେଜର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସମସ୍ତ ବ୍ୟବସ୍ଥାକୁ ଅନୁଧ୍ୟାନ କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ ।

ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ରଙ୍ଗେଇଲୁଣ୍ଡା ଏୟାର ଷ୍ଟ୍ରିପରେ ପହଞ୍ଚି ଲାଇନ ଡିପାର୍ଟମେଣ୍ଟର ଅଧିକାରୀଙ୍କ ସହ ଆଲୋଚନା କରିବା ସହ ସମସ୍ତ ବ୍ୟବସ୍ଥାକୁ ବୁଲି ଦେଖିଛନ୍ତି । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପ୍ରଶାସନ ପକ୍ଷରୁ କିଭଳି ବ୍ୟବସ୍ଥା କରାଯାଇଛି ସେ ନେଇ ଗଞ୍ଜାମ ଜିଲ୍ଲାପାଳଙ୍କ ଅଧିକ ଆଲୋଚନା କରିଥିଲେ ଆମ ସମ୍ବାଦଦାତା ।

ଭିଡିଓ ସୌଜନ୍ୟ- ସମ୍ବାଦଦାତା, ବ୍ରହ୍ମପୁର

ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

Intro:
ଗୋଟିଏ ଦିନ ପରେ ଆସନ୍ତା ୨୮ ତାରିଖରେ ଗଞ୍ଜାମ ଜିଲ୍ଲାର ଗୋପାଳପୁର ନିକଟବର୍ତ୍ତୀ ଆର୍ମି ଏୟାର ଡିଫେନ୍ସ କଲେଜର ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସିବେ ଦେଶର ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ ରାଷ୍ଟ୍ରପତି ଙ୍କ ଗ୍ରସ୍ତ କୁ ନେଇ ସମସ୍ତ ବ୍ୟବସ୍ଥାକୁ ଅନୁଧ୍ୟାନ କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ । ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ରଙ୍ଗେଇଲୁଣ୍ଡା ଏୟାର ଷ୍ଟିପ୍ ରେ ପହଞ୍ଚି ଲାଇନ ଡିପାର୍ଟମେଣ୍ଟର ଅଧିକାରୀ ଙ୍କ ସହ ଆଲୋଚନା କରିବା ସହ ସମସ୍ତ ବ୍ୟବସ୍ଥାକୁ ବୁଲ୍ଲି ଦେଖିଛନ୍ତି । ରାଷ୍ଟ୍ରପତି ଙ୍କ ଗ୍ରସ୍ତ ପାଇଁ ପ୍ରଶାସନ ପକ୍ଷରୁ କିଭଳି ବ୍ୟବସ୍ଥା କରାଯାଇଛି ସେ ନେଇ ଗଞ୍ଜାମ ଜିଲ୍ଲାପାଳ ଙ୍କ ସହ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍ ପରିସରରେ ଆଲୋଚନା କରିଥିଲେ ଆମ ବ୍ରହ୍ମପୁର ର ସମ୍ୱାଦଦାତା...

Body:ୱାନ୍ ଟୁ ୱାନ୍ ..
Conclusion:ବ୍ରହ୍ମପୁର ରୁ ସମୀର ଆଚାର୍ଯ୍ୟ ଇଟିଭି ଭାରତ...
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.