ETV Bharat / state

ତପ୍ତପାଣି ଉନ୍ନତିକରଣ ପାଇଁ ମାଷ୍ଟରପ୍ଲାନ୍‌ ପ୍ରସ୍ତୁତ କରିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ - ତପ୍ତପାଣିର ଉନ୍ନତି ପାଇଁ ଗଞ୍ଜାମ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ଗଞ୍ଜାମ ଜିଲ୍ଲାର ପ୍ରମୁଖ ପର୍ଯ୍ୟଟନସ୍ଥଳ ତପ୍ତପାଣି ମନ୍ଦିରର ଉନ୍ନତିକରଣ ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲ୍ଲାପାଳ । ତପ୍ତପାଣି ଗସ୍ତବେଳେ ଏହି ନିର୍ଦ୍ଦେଶ ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ । ଅଧିକ ପଢ଼ନ୍ତୁ

ତପ୍ତପାଣି ଉନ୍ନତିକରଣ ପାଇଁ ମାଷ୍ଟରପ୍ଲାନ୍‌ ପ୍ରସ୍ତୁତ କରିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

author img

By

Published : Dec 28, 2021, 10:26 PM IST

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ପ୍ରମୁଖ ପର୍ଯ୍ୟଟନସ୍ଥଳ ତପ୍ତପାଣି ମନ୍ଦିରର ଉନ୍ନତିକରଣ ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲ୍ଲାପାଳ । ତପ୍ତପାଣି ଗସ୍ତବେଳେ ଏହି ନିର୍ଦ୍ଦେଶ ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ । ତା ସହିତ ଏହି ପର୍ଯ୍ୟଟନସ୍ଥଳନୀ ନିକଟରେ ରହିଥିବା ପ୍ରାକୃତିକ ପରିବେଶର ସୁରକ୍ଷା ଓ ପାରିପାର୍ଶ୍ୱିକ ଅଞ୍ଚଳର ସୌନ୍ଦର୍ଯ୍ୟକରଣ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ତପ୍ତପାଣି ଉନ୍ନତିକରଣ ପାଇଁ ମାଷ୍ଟରପ୍ଲାନ୍‌ ପ୍ରସ୍ତୁତ କରିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ
ତପ୍ତପାଣି ଉନ୍ନତିକରଣ ପାଇଁ ମାଷ୍ଟରପ୍ଲାନ୍‌ ପ୍ରସ୍ତୁତ କରିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ବିଶେଷ କରି ଏହି ଅଞ୍ଚଳ ଉନ୍ନତି ହେଲେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ିବ । ଏ ଦିଗରେ ଧ୍ୟାନ ଦେବାକୁ ସରକାରୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ । ତପ୍ତପାଣି ମନ୍ଦିରର ଉନ୍ନତିକରଣରେ ଉତ୍ତପ୍ତ ଜଳରେ ପର୍ଯ୍ୟଟକଙ୍କ ପାଇଁ ସ୍ନାନ ପାଇଁ ସୁବ୍ୟବସ୍ଥା, ବଗିଚା ନିର୍ମାଣ, ସଂପୃକ୍ତ ଅଞ୍ଚଳର ଆଲୋକୀକରଣ ପାଇଁ ବିଶେଷ କରି ମାଷ୍ଟରପ୍ଲାନ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ରହିଛି ।

ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅର୍ଥ ଅନୁମୋଦନ ପାଇଁ ବ୍ୟବସ୍ଥା କରାଯିବ । ଉକ୍ତ ଅଞ୍ଚଳର ସର୍ବାଙ୍ଗୀନ ଉନ୍ନତି ଦିଗରେ ପଦକ୍ଷେପ ଗ୍ରହଣ କରାଯିବ । ଜିଲ୍ଲାପାଳଙ୍କ ଏହି ଗସ୍ତ ସମୟରେ ବ୍ରହ୍ମପୁର ଉପଜିଲ୍ଲାପାଳ ୱି. କୀର୍ତ୍ତି ୱ୍ୱାସନ, ସାନଖେମୁଣ୍ଡି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗାୟତ୍ରୀ ଦତ୍ତ ନାୟକ, ତହସିଲଦାର ଶ୍ରୀନିବାସ ବେହେରା ପ୍ରମୁଖ ଅଧିକାରୀ ଉପସ୍ଥିତ ରହିଥିଲେ ।

ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

For All Latest Updates

TAGGED:

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.