ETV Bharat / state

କାଜୁ ଜଙ୍ଗଲରୁ ଯୁବକର ଝୁଲନ୍ତା ମୃତଦେହ ଉଦ୍ଧାର

author img

By

Published : Apr 24, 2020, 6:52 PM IST

ବୁଗୁଡ଼ା ଥାନା ଅନ୍ତର୍ଗତ ବିରଞ୍ଚିପୁର ଗ୍ରାମର କାଜୁ ଜଙ୍ଗଲରୁ ଯୁବକର ଝୁଲନ୍ତା ମୃତଦେହ ଉଦ୍ଧାର । ମୃତକ ଜଣକ ହେଲେ ସେହି ଗ୍ରାମର ସଦାନନ୍ଦ ମହାରଣା । ଖବର ପାଇ ବୁଗୁଡ଼ା ପୋଲିସ ପହଁଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ମେଡିକାଲକୁ ପଠାଇଛି । ଅଧିକ ପଢନ୍ତୁ...

suicide-case-in-ganjam
suicide-case-in-ganjam

ଗଞ୍ଜାମ: ବୁଗୁଡ଼ା ଥାନା ଅନ୍ତର୍ଗତ ବିରଞ୍ଚିପୁର ଗାଁର କାଜୁ ଜଙ୍ଗଲରୁ ଯୁବକର ଝୁଲନ୍ତା ମୃତଦେହ ଉଦ୍ଧାର । ମୃତକ ଜଣକ ହେଲେ ସେହି ଗ୍ରାମର ସଦାନନ୍ଦ ମହାରଣା । ଖବର ପାଇ ବୁଗୁଡ଼ା ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ମେଡିକାଲକୁ ପଠାଇଛି ।

କାଜୁ ଜଙ୍ଗଲରୁ ଯୁବକର ଝୁଲନ୍ତା ମୃତ ଦେହ ଉଦ୍ଧାର

ଅନ୍ୟପଟେ ପରିବାର ଲୋକେ ହତ୍ୟା ଅଭିଯୋଗ ଅଣିଥିବାବେଳେ ଏହା ଆତ୍ମହତ୍ୟା ନା ହତ୍ୟାକାରୀ କାଜୁ ଗଛରେ ଝୁଲାଇ ଦିଆଯାଇଛି ତାହା ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ଜଣାପଡିବ ବୋଲି ପୋଲିସ କହିଛି ।

ଭଞ୍ଜନଗରରୁ ରଞ୍ଜନ ସ୍ୱାଇଁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.