ETV Bharat / state

କାଜୁ ଜଙ୍ଗଲରୁ ବିବାହିତା ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

author img

By

Published : Feb 10, 2021, 9:38 AM IST

କବିସୂର୍ଯ୍ୟନଗର କାଜୁ ତୋଟାରୁ ଜଣେ ବିବାହିତା ମହିଳାଙ୍କ ମୃତଦେହ ଉଦ୍ଧାର । ମୃତକଙ୍କ ପରିଚୟ ମିଳି ନଥିବା ବେଳେ ପୋଲିସର ତଦନ୍ତ ଜାରି । ଅଧିକ ପଢନ୍ତୁ...

କବିସୂର୍ଯ୍ୟନଗର ଥାନା କାଜୁ ତୋଟାରୁ ଅଜଣା ମହିଳାଙ୍କ ମୃତ ଦେହ ଉଦ୍ଧାର

ଭଞ୍ଜନଗର:ଗଞ୍ଜାମ କବିସୂର୍ଯ୍ୟନଗର ଥାନା ଅର୍ଜୁନପଲୀ ଗାଁରେ ଥିବା ଏକ କାଜୁ ତୋଟାରୁ ଜଣେ ବିବାହିତା ମହିଳାଙ୍କ ମୃତଦେହ ଉଦ୍ଧାର । ମୃତ ମହିଳାଙ୍କ ପରିଚୟ ମିଳି ନଥିବା ବେଳେ ମୃତ୍ୟୁର କାରଣ ମଧ୍ୟ ଅସ୍ପଷ୍ଟ ରହିଛି । ତେବେ କେହି ହତ୍ୟା କରି ଫୋପାଡି ଦେଇଥିବା ଅନୁମାନ କରାଯାଉଛି ।

କବିସୂର୍ଯ୍ୟନଗର ଓ ପୋଲସରା ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଭଞ୍ଜନଗରରୁ ରଞ୍ଜନ ସ୍ବାଇଁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.