ETV Bharat / state

ଜଗତସିଂହପୁରରେ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା, ପୁଣି 18 କୋରୋନା ପଜିଟିଭ ଚିହ୍ନଟ

author img

By

Published : Jul 13, 2020, 8:41 PM IST

ଜଗତସିଂହପୁର ଜିଲ୍ଲାରେ ସୋମବାର ପୁଣି 18 ଜଣ କୋରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା 410କୁ ବୃଦ୍ଧି ପାଇଛି । ଅଧିକ ପଢନ୍ତୁ..

ଜଗତସିଂହପୁରରେ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା, ପୁଣି 18 କୋରୋନା ପଜିଟିଭ ଚିହ୍ନଟ
ଜଗତସିଂହପୁରରେ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା, ପୁଣି 18 କୋରୋନା ପଜିଟିଭ ଚିହ୍ନଟ

ଜଗତସିଂହପୁର: ଜିଲ୍ଲାରେ ସୋମବାର ପୁଣି 18 ଜଣ କୋରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି । ସେମାନେ ନିକଟରେ ଆନ୍ଧ୍ର ପ୍ରଦେଶ, କର୍ଣ୍ଣାଟକ,ମହାରାଷ୍ଟ୍ର, ତେଲେଙ୍ଗାନା, ଓ ପଶ୍ଚିମବଙ୍ଗରୁ ଫେରିଥିଲେ । ସେମାନଙ୍କ ମଧ୍ୟରୁ ଜଗତସିଂହପୁର ସଦର ବ୍ଲକରୁ 11 ଜଣ, କୁଜଙ୍ଗରୁ 6 ଓ ଏରସମାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିଲା । ସମସ୍ତ ଆକ୍ରାନ୍ତ ବାହାର ରାଜ୍ୟରୁ ଫେରି ନିକଟସ୍ଥ ଟିଏମସି ସେଣ୍ଟରରେ ଥିଲେ ।

ଏହାକୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା 410କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ 301 ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଅନ୍ୟ 109 ଜଣ ଅକ୍ରାନ୍ତ ପାରାଦୀପ କୋଭିଡ ହସ୍ପିଟାଲ ଓ ଭୁବନେଶ୍ବର କିମ୍ସ ହସ୍ପିଟାଲରେ ଚିକିତ୍ସାଧିନ ଥିବା ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

ଜଗତସିଂହପୁରରୁ ସୁଶାନ୍ତ କୁମାର ପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.