ETV Bharat / state

ଜଗତସିଂହପୁର ଜିଲ୍ଲା କଂଗ୍ରେସର ପ୍ରତିବାଦ ଓ ବିକ୍ଷୋଭ

author img

By

Published : Dec 21, 2020, 6:42 PM IST

ରାଜ୍ୟରେ ଶିଶୁ ଅପହରଣ ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି । ଏହାକୁ ଜଗତସିଂହପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ପ୍ରତିବାଦ ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଅଧିକ ପଢନ୍ତୁ...

district congress protest in jagatsinghpur
ଜଗତସିଂହପୁରରେ ଜିଲ୍ଲା କଂଗ୍ରେସର ପ୍ରତିବାଦ ଓ ବିକ୍ଷୋଭ

ଜଗତସିଂହପୁର: ଜିଲ୍ଲା କଂଗ୍ରେସର ପ୍ରତିବାଦ ଓ ବିକ୍ଷୋଭ । ସୋମବାର ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ଧାରଣା ଦେଇଛି ଜିଲ୍ଲା କଂଗ୍ରେସ କମିଟି ।

ଜିଲ୍ଲା କଂଗ୍ରେସ ଅଭିଯୋଗ କରିଛି ଯେ ରାଜ୍ୟରେ ଶିଶୁ ଅପହରଣ ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇ ପଡିଛି। ରାଜ୍ୟ ସରକାର ଆଇନ ଶୃଙ୍ଖଳା ବଜାୟ ରଖିବାରେ ବିଫଳ ହୋଇଛନ୍ତି । ପ୍ରତ୍ୟେକ ଦିନ ଶିଶୁମାନଙ୍କୁ ଅପହରଣ କରାଯାଉଛି। କିନ୍ତୁ ସରକାର ନିଦା ବିଷ୍ଣୁ ସାଜିଛନ୍ତି। ନୈତିକତା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେବାକୁ ଦାବି କରିଛି କଂଗ୍ରେସ। ଏଥିରେ କଂଗ୍ରେସ ବହୁ କର୍ମୀ ଓ ନେତା ସାମିଲ ହୋଇଥିଲେ ।

ଜଗତସିଂହପୁରରୁ ସୁଶାନ୍ତ କୁମାର ପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.