ETV Bharat / state

ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

author img

By

Published : Nov 15, 2021, 7:44 AM IST

ଜଗତସଂହପୁର ସହରର ସ୍ଥାନୀୟ ବାଳିକା ଉଚ୍ଚବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅଧିକ ପଢନ୍ତୁ

district level suravi programme
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

ଜଗତସିଂହପୁର: ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ । ଜଗତସଂହପୁର ସହରର ସ୍ଥାନୀୟ ବାଳିକା ଉଚ୍ଚବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

ରାଜ୍ୟର ଆରମ୍ଭ ହୋଇଯାଇଛି ସୁରଭି କାର୍ଯ୍ୟକ୍ରମ। ଜଗତସିଂହପୁରର ଜିଲ୍ଲା ସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ପାରୋଲ ପଟୱାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଥିଲେ । ଏହା ସହିତ ଜିଲ୍ଲାରେ ସମସ୍ତ ବିଦ୍ୟାଳୟ ଗୁଡିକରେ କିପରି ଉଚ୍ଚ ମାନର ଶିକ୍ଷା ବ୍ୟବସ୍ଥା ହୋଇ ପାରିବ ତାକୁ ନେଇ ଗୁରୁତ୍ବ ଆରୋପ କରିଥିଲେ । ଜଗତସିଂହପୁର ଜିଲ୍ଲା, ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଦ୍ବିତୀୟ ସ୍ଥାନରେ ଥିବାବେଳେ ଏହାକୁ ଆହୁରି ଆଗକୁ ନେବାକୁ ହେବ ।

ଜିଲ୍ଲାର ବିଦ୍ୟାଳୟ ଗୁଡ଼ିକରେ ସୁବ୍ୟବସ୍ଥା ପାଇଁ ପୂରାତନ ଛାତ୍ର ଛାତ୍ରୀ ଆଗେଇ ଆସିବାକୁ ଜିଲ୍ଲାପାଳ ନିବେଦନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ଭରଣା, ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ରାଜଶ୍ରୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ଜଗତସିଂହପୁରରୁ ସୁଶାନ୍ତ କୁମାର ପାତ୍ର,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.