ETV Bharat / state

74 ତମ ସ୍ବାଧୀନତା ଦିବସ: ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମରେ ପତାକା ଉତ୍ତୋଳନ କରିବେ ଜିଲ୍ଲାପାଳ

author img

By

Published : Aug 15, 2020, 7:29 AM IST

ଆଜି 74 ତମ ସ୍ବାଧୀନତା ଦିବସ । ଏହି ଅବସରରେ ଜଗତସିଂହପୁରରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ କରିବେ ଅଫିସର ।

indipendence day
ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମରେ ପତାକା ଉତ୍ତୋଳନ କରିବେ ଜିଲ୍ଲାପାଳ

ଜଗତସିଂହପୁର: ଆଜି 74 ତମ ସ୍ବାଧୀନତା ଦିବସ । ଏହି ଅବସରରେ ଜଗତସିଂହପୁରରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ କରିବେ ଅଫିସର ।

ସୂଚନା ଅନୁସାରେ, ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା 74 ତମ ସ୍ବାଧୀନତା ଦିବସରେ ଜିଲ୍ଲାପାଳ ଜାତୀୟ ପତାକା ଉତ୍ତୋଳନ କରିବା ସହ ଜିଲ୍ଲା ପୋଲିସ ବାହିନୀ ପ୍ୟାରେଡ଼ରେ ଅଂଶ ଗ୍ରହଣ କରିବେ । ଏହି ଅବସରରେ ସ୍ବାସ୍ଥ୍ୟକର୍ମୀ, ପୋଲିସ ଓ ଆଶାକର୍ମୀ ମାନଙ୍କୁ କୋରୋନା ଯୋଦ୍ଧା ଭାବେ ସମ୍ବର୍ଦ୍ଧିତ କରାଯିବ । ଏହି ଉତ୍ସବରେ ଜିଲ୍ଲାସ୍ତରୀୟ ଅଧିକାରୀ ଓ ପୋଲିସ ଅଧିକାରୀ ସାମିଲ ହେବେ ।

ଜଗତସିଂହପୁରରୁ ସୁଶାନ୍ତ କୁମାର ପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.