ETV Bharat / state

ଜିଲ୍ଲାବାସୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ କୋରୋନା ଭିଡିଓ ବାର୍ତ୍ତା

author img

By

Published : May 1, 2021, 10:40 PM IST

ଜଗତସିଂହପୁର ଜିଲ୍ଲାରେ କୋରୋନାର ଦ୍ରୁତ ସଂକ୍ରମଣ ଦୃଷ୍ଟିରୁ ବ୍ୟବସାୟୀମାନେ ସ୍ୱତଃପ୍ରବୃତ୍ତ ଭାବରେ ଦୋକାନ ବଜାର ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏ ସମ୍ପର୍କରେ ଜିଲ୍ଲାପାଳଙ୍କ ନିକଟରେ ଜଣାଇବା ପରେ ଜିଲ୍ଲାପାଳ ପଦକ୍ଷେପ ଗ୍ରହଣ କରିଛନ୍ତି । ଅଧିକ ପଢନ୍ତୁ...

ଜିଲ୍ଲା ବାସୀଙ୍କ ଉଦ୍ଧେଶ୍ୟରେ ଜିଲ୍ଲାପାଳଙ୍କ କୋରୋନା ଭିଡିଓ ବାର୍ତ୍ତା

ଜଗତସିଂହପୁର: ଜିଲ୍ଲାରେ କୋରୋନାର ଦ୍ରୁତ ସଂକ୍ରମଣ ଦୃଷ୍ଟିରୁ ବ୍ୟବସାୟୀମାନେ ସ୍ୱତଃପ୍ରବୃତ୍ତ ଭାବରେ ଦୋକାନ ବଜାର ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏ ସମ୍ପର୍କରେ ଜିଲ୍ଲାପାଳଙ୍କ ନିକଟରେ ଜଣାଇବା ପରେ ଜିଲ୍ଲାପାଳ ପଦକ୍ଷେପ ଗ୍ରହଣ କରିଛନ୍ତି । ଜିଲ୍ଲାରେ କୋରୋନା ଦ୍ରୁତ ସଂକ୍ରମଣ ଦୃଷ୍ଟିରୁ ଜିଲ୍ଲାପାଳ ଜିଲାବାସୀଙ୍କ ଉଦ୍ଦେଶ୍ୟରେ ଏକ ଭିଡିଓ ଜାରି କରିଛନ୍ତି ।

ଜିଲ୍ଲାରେ କରୋନାର ଦ୍ୱିତୀୟ ଲହର ପରିଲକ୍ଷିତ ହେଉଥିବାରୁ ଜିଲ୍ଲାବାସୀ ସତର୍କ ରହିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ବିନା କାମରେ ପଦାକୁ ନବାହାରିବାକୁ ପରାମର୍ଶ ଦେଇଛନ୍ତି ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ।

ଜଗତସିଂହପୁରରୁ ସୁଶାନ୍ତ କୁମାର ପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.