ETV Bharat / state

ବିଜେପି ମୁଖପାତ୍ରଙ୍କୁ ଗିରଫ ଦାବିରେ ଜିଲ୍ଲା ଯୁବ କଂଗ୍ରେସର ବିକ୍ଷୋଭ

ଜଗତସିଂହପୁର ଜିଲ୍ଲା ଯୁବ କଂଗ୍ରେସ ତରଫରୁ ହୃଦଘାତରେ ପରଲୋକ ହୋଇଥିବା କଂଗ୍ରେସ ଜାତୀୟ ମୁଖପାତ୍ର ରାଜୀବ ତ୍ୟାଗୀଙ୍କ ମୃତ୍ୟୁ ଘଟଣାକୁ ନେଇ ବିଜେପି ମୁଖପାତ୍ର ସମ୍ବିତ ପାତ୍ରଙ୍କୁ ଗିରଫ ଦାବିରେ ଏତଲା ଦାୟର କରିଛନ୍ତି । ଅଧିକ ପଢନ୍ତୁ...

author img

By

Published : Aug 16, 2020, 5:58 PM IST

ବିଜେପି ମୁଖପାତ୍ରଙ୍କୁ ଗିରଫ ଦାବିରେ ଜିଲ୍ଲା ଯୁବ କଂଗ୍ରେସର ବିକ୍ଷୋଭ
ବିଜେପି ମୁଖପାତ୍ରଙ୍କୁ ଗିରଫ ଦାବିରେ ଜିଲ୍ଲା ଯୁବ କଂଗ୍ରେସର ବିକ୍ଷୋଭ

ଜଗତସିଂହପୁର: ବିଜେପି ମୁଖପାତ୍ର ସମ୍ବିତ ପାତ୍ରଙ୍କୁ ଗିରଫ ଦାବିରେ ଜଗତସିଂହପୁର ଜିଲ୍ଲା ଯୁବ କଂଗ୍ରେସର ବିକ୍ଷୋଭ । ଜିଲ୍ଲା ଯୁବ କଂଗ୍ରେସ ତରଫରୁ ହୃଦଘାତରେ ପରଲୋକ ହୋଇଥିବା କଂଗ୍ରେସ ଜାତୀୟ ମୁଖପାତ୍ର ରାଜୀବ ତ୍ୟାଗୀଙ୍କ ମୃତ୍ୟୁ ଘଟଣାକୁ ନେଇ ଏତଲା ଦାୟର କରିଛନ୍ତି ।

କଂଗ୍ରେସ ଜାତୀୟ ମୁଖପାତ୍ର ରାଜୀବ ତ୍ୟାଗୀଙ୍କ ମୃତ୍ୟୁ ପ୍ରତିବାଦରେ ଜଗତସିଂହପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜଗତସିଂହପୁର ଜିଲ୍ଲା ଯୁବ କଂଗ୍ରେସ ସଭାପତି ପ୍ରଶାନ୍ତ ମଲ୍ଲିକଙ୍କ ନେତୃତ୍ଵରେ ଯୁବ କଂଗ୍ରେସ କର୍ମୀମାନେ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରବା ସହିତ ଜଗତସିଂହପୁର ଥାନା ଅଧିକାରୀ ରଜନୀକାନ୍ତ ମିଶ୍ରଙ୍କୁ ଭେଟି ସମ୍ବିତ ପାତ୍ରଙ୍କୁ ଗିରଫ କରିବା ପାଇଁ ଦାବିପତ୍ର ପ୍ରଦାନ କରିଛନ୍ତି ।

ଜଗତସିଂହପୁରରୁ ସୁଶାନ୍ତ କୁମାର ପାତ୍ର,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.