ETV Bharat / state

ତିର୍ତ୍ତୋଲ ଉପନିର୍ବାଚନ: ନାମାଙ୍କନ ପତ୍ର ଦାଖଲ କଲେ 2 ପ୍ରାର୍ଥୀ

author img

By

Published : Oct 14, 2020, 4:47 PM IST

ତିର୍ତ୍ତୋଲ ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ୨ ପ୍ରାର୍ଥୀ । ସେମାନେ ହେଲେ ସ୍ବାଧୀନ ପ୍ରାର୍ଥୀ ଅର୍ଜୁନ ଚରଣ ବେହେରା ଓ କମ୍ୟୁନିଷ୍ଟ ପାର୍ଟିର ପ୍ରାର୍ଥୀ ବିଜୟ କୁମାର ଭୋଇ । ଅଧିକ ପଢନ୍ତୁ...

nomination for the by ellection will begin in tirtol
ତିର୍ତ୍ତୋଲ ଉପ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ

ଜଗତସିଂହପୁର: ତିର୍ତ୍ତୋଲ ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ୨ ପ୍ରାର୍ଥୀ । ସେମାନେ ହେଲେ ସ୍ବାଧୀନ ପ୍ରାର୍ଥୀ ଅର୍ଜୁନ ଚରଣ ବେହେରା ଓ କମ୍ୟୁନିଷ୍ଟ ପାର୍ଟିର ପ୍ରାର୍ଥୀ ବିଜୟ କୁମାର ଭୋଇ । ସମର୍ଥକଙ୍କ ସହ ଆସି ପ୍ରାର୍ଥୀପତ୍ର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏଡିଏମଙ୍କ ନିକଟରେ ଦାଖଲ କରିଛନ୍ତି ଏହି ଦୁଇ ପ୍ରାର୍ଥୀ।

ପୂର୍ବରୁ ବିଜେପି ପ୍ରାର୍ଥୀ ରାଜ କିଶୋର ବେହେରା ପ୍ରାର୍ଥୀପତ୍ର ଦାଖଲ କରି ସାରିଥିବା ବେଳେ ଗୁରୁବାର କଂଗ୍ରେସ ପ୍ରାର୍ଥୀ ନାମାଙ୍କନ ଭରିବାର କାର୍ଯ୍ୟକ୍ରମ ରହିଛି। ତେବେ ଆସନ୍ତା ୧୬ ତାରିଖ ଦିନ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ପ୍ରାର୍ଥୀପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି।

ଜଗତସିଂହପୁରରୁ ଶୁସାନ୍ତ କୁମାର ପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.