ETV Bharat / state

ତିର୍ତ୍ତୋଲ ଉପନିର୍ବାଚନ: 177 ନଂ ବୁଥରେ ବିଳମ୍ବରେ ଭୋଟଗ୍ରହଣ

ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଭୋଟଗ୍ରହଣ ଆରମ୍ଭ । ତେବେ ଆରମ୍ଭରୁ ତ୍ରୁଟି । 177 ନଂ ବୁଥର ଇଭିଏମ ମେସିନରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ 1 ଘଣ୍ଟା ବିଳମ୍ବରେ ମତଦାନ ଆରମ୍ଭ । ଅଧିକ ପଢନ୍ତୁ...

tirtol election started today
ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀ ପାଇଁ ଆରମ୍ଭ ହେଲା ମତଦାନ
author img

By

Published : Nov 3, 2020, 8:25 AM IST

ଜଗତସିଂହପୁର: ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀ ପାଇଁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ଲୋକେ ଆଗ୍ରହର ସହ ମତଦାନ କରୁଥିବା ଦେଖିବାକୁ ମିଳିଛି । ତେବେ ରଘୁନାଥପୁର ବ୍ଲକ ଅନ୍ତର୍ଗତ ତରିକୁନ୍ଦ ହାଇସ୍କୁଲର 177 ନଂ ବୁଥର ଇ ଭି ଏମ ମେସିନରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମତଦାନ ପ୍ରକ୍ରିୟା ବାଧାପ୍ରାପ୍ତ ହୋଇଥିଲା ।

ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀ ପାଇଁ ଆରମ୍ଭ ହେଲା ମତଦାନ

ଇଭିଏମ ମେସିନ ବଦଳାଯିବା ପରେ 1 ଘଣ୍ଟା ବିଳମ୍ବରେ ମତଦାନ ଆରମ୍ଭ ହୋଇଥିବା ଦେଖିବାକୁ ମିଳିଛି । ଏନେଇ ଜନ ସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି ।

ଜଗତସିଂହପୁରରୁ ସୁଶାନ୍ତ କୁମାର ପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.