ETV Bharat / state

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ - ଜିଲ୍ଲା ଆଇନ ସେବା ପ୍ରାଧିକାରଣ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ

ଜଗତସିଂହପୁର ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ପରିବେଶ ଦିବସ ଅବସରରେ ଜିଲ୍ଲା କୋର୍ଟ ପରିସରରେ ବିଶ୍ୱ ପରିବେଶ ଦିବସ ପାଳନ କରାଯାଇଥିଲା । ଏଥିସହିତ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଅଧିକ ପଢନ୍ତୁ...

World Environment Day is celebrated in Jagatsinghpur
ଜିଲ୍ଲା ଆଇନ ସେବା ପ୍ରାଧିକାରଣ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ
author img

By

Published : Jun 5, 2021, 7:00 PM IST

ଜଗତସିଂହପୁର: ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ପରିବେଶ ଦିବସ ଅବସରରେ ଜିଲ୍ଲା କୋର୍ଟ ପରିସରରେ ବିଶ୍ୱ ପରିବେଶ ଦିବସ ପାଳନ କରାଯାଇଥିଲା । ଏଥିସହିତ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଜିଲ୍ଲା ଆଇନ ସେବା ପ୍ରାଧିକାରଣ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ

ଏହି ଅବସରରେ ଜିଲ୍ଲା ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ପ୍ରିୟ ରଞ୍ଜନ ମିଶ୍ରଙ୍କ ତତ୍ୱାବଧାନରେ ଜଷ୍ଟିସ ଋତୁପୂର୍ଣା ମିଶ୍ର, ଜେଏମଏଫସି ମହମଦ ସାହା, ପ୍ରମୁଖ ବୃକ୍ଷରୋପଣ କରିଥିଲେ । ଗଛ ଲଗାଇବା ଦ୍ୱାରା ପରିବେଶ ନିର୍ମଳ ହେବା ସହିତ ସମାଜ ପାଇଁ କଲ୍ୟାଣକାରୀ ହୋଇଥାଏ । ତେଣୁ ଆଜି ଗୋଟିଏ ଦିନ ନୁହେଁ ପ୍ରତେକ ଦିନ ଆମେ ପରିବେଶ ଦିବସ ପାଳନ କରିବା ସହ ଗଛ ଲଗାଇବା ଜରୁରୀ ବୋଲି ବକ୍ତାମାନେ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ରେଞ୍ଜ ଅଫିସର ବଳରାମ ସାହୁ, ଫରେଷ୍ଟର ସୁକାନ୍ତ ବେହେରା, ବାନାମ୍ବର ବିଶ୍ୱାଳ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କାମିନୀ ରଞ୍ଜନ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

ଜଗତସିଂହପୁରରୁ ସୁଶାନ୍ତ କୁମାର ପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.