ETV Bharat / state

ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ବଖରା ଘର - Kundapatna village fire

ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ ରାଉତରାପୁର ପଞ୍ଚାୟତ କୁଣ୍ଡପଟଣା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ୧୦ବଖରାରୁ ଅଧିକ  ଘର । ଗ୍ୟାସ ଟାଙ୍କି ଫାଟିବାରୁ ଏହି ନିଆଁ ଲାଗିଥିବା ସୂଚନା । ଅଧିକ ପଢନ୍ତୁ...

ରାଉତରାପୁର ପଞ୍ଚାୟତ କୁଣ୍ଡପଟଣା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ

author img

By

Published : Mar 21, 2021, 8:43 PM IST

ଯାଜପୁର : ରସୁଲପୁର ବ୍ଲକ ରାଉତରାପୁର ପଞ୍ଚାୟତ କୁଣ୍ଡପଟଣା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ୧୦ବଖରାରୁ ଅଧିକ ଘର । ଗ୍ୟାସ ଟାଙ୍କି ଫାଟିବାରୁ ଏହି ନିଆଁ ଲାଗିଥିବା ସୂଚନା ମିଳିଛି ।

ରାଉତରାପୁର ପଞ୍ଚାୟତ କୁଣ୍ଡପଟଣା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ

ଖବର ପାଇ ଚଣ୍ଡିଖୋଲ ଓ କୁଆଖିଆ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ତେବେ କେତେ ପରିମାଣର କ୍ଷୟକ୍ଷତି ହୋଇଛି ତାହା ଆକଳନ ପରେ ଜଣାପଡିବ ବୋଲି କହିଛନ୍ତି ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ଅଧିକାରୀ ।

ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.