ଯାଜପୁର: ଜିଲ୍ଲାର ସୁକିନ୍ଦା କାଳିଆପାଣି ଖଣି ଅଞ୍ଚଳରେ ଗ୍ରାମାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସୌରିକ ଆଥଲେଟିକ୍ ଆସୋସିଏସନ୍ ପକ୍ଷରୁ ଆୟୋଜିତ ଏହି ପ୍ରତିଯୋଗିତାରେ ୪୮୭ ଜଣ ଆଦିବାସୀ ପୁରୁଷ ଓ ମହିଳା ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ । ପରେ ପୁରଷ୍କାର ବିତରଣ ଉତ୍ସବରେ ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡାଇ ମୁଖ୍ୟ ଅତିଥି ଓ ଓଏମ୍ସିର ଆଞ୍ଚଳିକ ପରିଚାଳକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ପ୍ରତିଯୋଗିତାରେ ପ୍ରଥମ, ଦ୍ବିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ଅତିଥି ନଗଦ ପୁରଷ୍କାର ଓ ଟ୍ରଫି ପ୍ରଦାନ କରିଥିଲେ । ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଏଭଳି ଏକ ପ୍ରତିଯୋଗୀତା ଆୟୋଜନ କରାଯାଇଥିବାରୁ ସ୍ଥାନୀୟ ଆଦିବାସୀଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଥିଲା । ଏହି ପ୍ରତିଯୋଗୀତା ଆୟୋଜନରେ ଓଏମ୍ସି ସହଯୋଗ କରିଥିଲା ।
ସୁକିନ୍ଦା ଖଣି ଅଞ୍ଚଳରେ ତୀରନ୍ଦାଜ ପ୍ରତିଯୋଗିତା ଆୟୋଜିତ
ଯାଜପୁର ଜିଲ୍ଲାର ସୁକିନ୍ଦା ଖଣି ଅଞ୍ଚଳରେ ଓଏମ୍ସିର ସହଯୋଗରେ ସୌରିକ ଆଥଲେଟିକ୍ସ ଆସୋସିଏସନ ପକ୍ଷରୁ ତୀରନ୍ଦାଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।
ଯାଜପୁର: ଜିଲ୍ଲାର ସୁକିନ୍ଦା କାଳିଆପାଣି ଖଣି ଅଞ୍ଚଳରେ ଗ୍ରାମାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସୌରିକ ଆଥଲେଟିକ୍ ଆସୋସିଏସନ୍ ପକ୍ଷରୁ ଆୟୋଜିତ ଏହି ପ୍ରତିଯୋଗିତାରେ ୪୮୭ ଜଣ ଆଦିବାସୀ ପୁରୁଷ ଓ ମହିଳା ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ । ପରେ ପୁରଷ୍କାର ବିତରଣ ଉତ୍ସବରେ ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡାଇ ମୁଖ୍ୟ ଅତିଥି ଓ ଓଏମ୍ସିର ଆଞ୍ଚଳିକ ପରିଚାଳକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ପ୍ରତିଯୋଗିତାରେ ପ୍ରଥମ, ଦ୍ବିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ଅତିଥି ନଗଦ ପୁରଷ୍କାର ଓ ଟ୍ରଫି ପ୍ରଦାନ କରିଥିଲେ । ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଏଭଳି ଏକ ପ୍ରତିଯୋଗୀତା ଆୟୋଜନ କରାଯାଇଥିବାରୁ ସ୍ଥାନୀୟ ଆଦିବାସୀଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଥିଲା । ଏହି ପ୍ରତିଯୋଗୀତା ଆୟୋଜନରେ ଓଏମ୍ସି ସହଯୋଗ କରିଥିଲା ।
Format – AVB
Reporter – Gyanaranjan ojha
Place – Jajpur
Date - 08.02.2020
Anchor –ଯାଜପୁର ଜିଲ୍ଲା ସୁକିନ୍ଦା କାଳିଆପାଣି ଖଣି ଅଂଚଳରେ ଗ୍ରାମାଂଚଳ ତୀରନ୍ଦାଜ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସୌରିକ ଆଥ୍ଲେଟିକ୍ ଆସୋସିଏସନ୍ ପକ୍ଷରୁ ଆୟୋଜିତ ଏହି ପ୍ରତିଯୋଗିତାରେ ୪୮୭ ଜଣ ଆଦିବାସୀ ପୁରୁଷ ଓ ମହିଳା ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ । ପରେ ପୁରଷ୍କାର ବିତରଣ ଉତ୍ସବରେ ସୁକିନ୍ଦା ବିଧାୟକ ପ୍ରିତିରଞ୍ଜନ ଘଡାଇ ମୁଖ୍ୟ ଅତିଥି ଓ ଓ.ଏମ୍.ସି ର ଆଂଚଳିକ ପରିଚାଳକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ପ୍ରତିଯୋଗୀତାରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ହୋଇଥିବା ପ୍ରତିଯୋଗୀଙ୍କୁ ଅତିଥିମାନେ ନଗଦ ପୁରଷ୍କାର ଓ ଟ୍ରଫି ପ୍ରଦାନ କରିଥିଲେ । ଆଦିବାସୀ ଅଧୁସିତ ଅଂଚଳରେ ଏଭଳି ଏକ ପ୍ରତିଯୋଗୀତା ଆୟୋଜନ କରାଯାଇଥିବାରୁ ସ୍ଥାନୀୟ ଆଦିବାସୀଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଥିଲା । ଏହି ପ୍ରତିଯୋଗୀତା ଆୟୋଜନରେ ଓ.ଏମ୍.ସି ସହଯୋଗ କରିଥିଲା ।
bite.୧ – ପ୍ରିତିରଞ୍ଜନ ଘଡାଇ,ବିଧାୟକ,ସୁକିନ୍ଦା
Body:newsConclusion: