ETV Bharat / state

ବାଇକ ଆରୋହୀଙ୍କ ଉପରେ ମାଡିଗଲା କଣ୍ଟେନର ଗାଡି - Biker death

ଯାଜପୁର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ଜରକା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । କଣ୍ଟେନର ଗାଡି ଚାପରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଯାଜପୁର
author img

By

Published : Mar 23, 2019, 7:16 PM IST

ଯାଜପୁର: କଣ୍ଟେନର ଗାଡି ଚାପରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ଜରକା ନିକଟରେ । ମୃତକ ଜଣକ ହେଲେ ଯାଜପୁର ଜିଲ୍ଲା ମଙ୍ଗଳପୁର ଅଞ୍ଚଳର ଦେବ ପ୍ରସାଦ ନାୟକ । ସେପଟେ ଗାଡ଼ି ଚାଳକକୁ ପୋଲିସ ଅଟକ ରଖିଥିବା ସୂଚନା ମିଳିଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଯାଜପୁର

ସୂଚନା ଅନୁସାରେ ଦେବ ପ୍ରସାଦ ବାଇକରେ ଚଣ୍ଡିଖୋଲ ଅଭିମୁଖେ ଯାଉଥିବାବେଳେ ଏକ ଟ୍ରକତାଙ୍କୁ ଧକ୍କା ଦେଇଥିଲା । ଫଳରେ ସେ ରାସ୍ତା ଉପରେ ପଡିଯାଇଥିଲେ। ଏହି ସମୟରେ ଦୃତ ଗତିରେ ଯାଉଥିବା ଏକ କଣ୍ଟେନର ତାଙ୍କ ଉପରକୁମାଡିଯାଇଥିଲା। ଫଳରେଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଲା । ଖବର ପାଇ ଧର୍ମଶାଳା ପୋଲିସ ସେଠାରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି । ଏହାସହ ଦୁର୍ଘଟଣା ଘଟାଇଥିବା କଣ୍ଟେନରକୁ ପୋଲିସ ଜବତ କରି ଡ୍ରାଇଭରକୁ ଥାନାରେ ଅଟକ ରଖିଛି ।

ଯାଜପୁରରୁ ଜ୍ଞାନରଞ୍ଜନ ଓଝା, ଇଟିଭି ଭାରତ

Intro:Body:Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.