ETV Bharat / state

ସୁକିନ୍ଦାଠାରେ ବିଜେଡି ପକ୍ଷରୁ 'ଜୀବନ ବିନ୍ଦୁ' ରକ୍ତଦାନ ଶିବିର ଅନୁଷ୍ଠିତ

ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ଯାଜପୁର ଜିଲ୍ଲା ସୁକିନ୍ଦା ଠାରେ ଅନୁଷ୍ଠିତ ହୋଇଯାଇଛି ଜୀବନ ବିନ୍ଦୁ ରକ୍ତଦାନ ଶିବିର । ସୁକିନ୍ଦା ବିଧାୟକ ପ୍ରିତିରଞ୍ଜନ ଘଡାଇ ଯୋଗ ଦେଇ ଏହି ଶିବିରକୁ ଉଦଘାଟନ କରିଥିଲେ। ଅଧିକ ପଢନ୍ତୁ...

author img

By

Published : Oct 14, 2020, 5:50 PM IST

BJD has organized 'Jeevan Bindu' blood donation camp in Sukinda
ସୁକିନ୍ଦାଠାରେ ବିଜେଡି ପକ୍ଷରୁ 'ଜୀବନ ବିନ୍ଦୁ' ରକ୍ତଦାନ ଶିବିର ଅନୁଷ୍ଠିତ

ଯାଜପୁର: ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ଯାଜପୁର ଜିଲ୍ଲା ସୁକିନ୍ଦା ଠାରେ ଅନୁଷ୍ଠିତ ହୋଇଯାଇଛି ଜୀବନ ବିନ୍ଦୁ ରକ୍ତଦାନ ଶିବିର । ସ୍ଥାନୀୟ ବିଜୁ ଜନତା ଦଳ ପକ୍ଷରୁ ଏହି ସ୍ବେଚ୍ଛାକୃତ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା। ସୁକିନ୍ଦା ବିଧାୟକ ପ୍ରିତିରଞ୍ଜନ ଘଡାଇ ଯୋଗ ଦେଇ ଏହି ଶିବିରକୁ ଉଦଘାଟନ କରିଥିଲେ। ଏଥିରେ ସ୍ଥାନୀୟ ଅଞ୍ଚଳର ବହୁ ବ୍ୟକ୍ତିବିଶେଷ ଏବଂ ବିଜୁ ଜନତା ଦଳର ବହୁ ନେତା ଓ କର୍ମୀ ସାମିଲ ହୋଇ ରକ୍ତଦାନ କରିଛନ୍ତି।

ବିଜୁ ଜନତା ଦଳର ବହୁ କର୍ମକର୍ତ୍ତା ଏହି ଶିବିରକୁ ସୁଚାରୁ ରୂପେ ପରିଚାଳନା କରିଥିବା ବେଳେ ବିଧାୟକ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ। ସରକାରଙ୍କ କୋଭିଡ୍ ଗାଇଡଲାଇନ ଅନୁଯାୟୀ ଏହି ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା।

ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.