ETV Bharat / state

ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷାଙ୍କ କ୍ୟାମ୍ପ କୋର୍ଟ ଅନୁଷ୍ଠିତ

author img

By

Published : Jan 30, 2021, 5:02 PM IST

ଯାଜପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷାଙ୍କ କ୍ୟାମ୍ପ କୋର୍ଟ ଅନୁଷ୍ଠିତ ହୋଇଯାଇଛି । ଅଧିକ ପଢନ୍ତୁ...

ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷାଙ୍କ କ୍ୟାମ୍ପ କୋର୍ଟ ଅନୁଷ୍ଠିତ
ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷାଙ୍କ କ୍ୟାମ୍ପ କୋର୍ଟ ଅନୁଷ୍ଠିତ

ଯାଜପୁର: ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷାଙ୍କ କ୍ୟାମ୍ପ କୋର୍ଟ ଅନୁଷ୍ଠିତ । ଯାଜପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷାଙ୍କ କ୍ୟାମ୍ପ କୋର୍ଟ ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ପାରିବାରିକ ବିବାଦର ଆପୋଷ ସମାଧାନ ପାଇଁ ଉଦ୍ୟମ କରାଯାଇଥିଲା । ଏହି କୋର୍ଟରେ ମୋଟ 53ଟି ମାମଲା ଆଗତ ହୋଇଥିଲା । ସେଥିମଧ୍ୟରୁ 42ଟି ମାମଲାର ବିଚାର ହୋଇଥିବା ବେଳେ 10ଟି ମାମଲାରେ ଆପୋଷ ମିଳାମିଶା ହୋଇଥିଲା।

ଏହି କୋର୍ଟରେ ଯାଜପୁର ଏସପି ରାହୁଲ ପି.ଆର, ଯାଜପୁର ଅତିରିକ୍ତ ଜିଲ୍ଲାପାଳ ଅକ୍ଷୟ ମଲିକ ଓ ମିହିର ପ୍ରସାଦ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.