ETV Bharat / state

ବିଜେଡିରେ ମିଶିଲେ କଂଗ୍ରେସ ସଭାପତି ପ୍ରଦ୍ୟୁମ୍ନ ପାତ୍ର

author img

By

Published : Jun 12, 2022, 7:16 AM IST

କଂଗ୍ରେସ ସଭାପତି ପ୍ରଦ୍ୟୁମ୍ନ ପାତ୍ର ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି । ଅଧିକ ପଢ଼ନ୍ତୁ

କଂଗ୍ରେସ ସଭାପତି ପ୍ରଦ୍ୟୁମ୍ନ ପାତ୍ର ବିଜୁ ଜନତା ଦଳରେ ସାମିଲ

ଯାଜପୁର: ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଲକ କଂଗ୍ରେସ ସଭାପତି ପ୍ରଦ୍ୟୁମ୍ନ ପାତ୍ର ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି । ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର କ୍ୟାବିନେଟ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଏକ ସ୍ୱତନ୍ତ୍ର ଉତ୍ସବରେ ତାଙ୍କୁ ପୁଷ୍ପଗୁଛ ଓ ଉତ୍ତରୀୟ ଦେଇ ବିଜେଡିରେ ସାମିଲ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି ବୋଲି ଗଣମାଧ୍ୟମ ସମ୍ମୁଖରେ କହିଛନ୍ତି ।

ଇଟିଭି ଭାରତ, ଯାଜପୁର

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.