ETV Bharat / state

ଜିଲ୍ଲାସ୍ତରୀୟ ଗ୍ରାମୀଣ ବିପର୍ଯ୍ୟୟ ପରିଚାଳନା ତାଲିମ ଶିବିର

author img

By

Published : Sep 19, 2019, 5:51 PM IST

ଯାଜପୁର ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଗ୍ରାମୀଣ ବିପର୍ଯ୍ୟୟ ପରିଚାଳନା ବୈଠକ ଅନୁଷ୍ଠିତ ହୋଇଛି । 360ଟି ଗ୍ରାମ୍ୟ ବିପର୍ଯ୍ୟୟ କମିଟି ଗଠନ କରାଯିବା ସହିତ ସେମାନଙ୍କୁ ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ ଗୁଡିକ ଦ୍ବାରା ତାଲିମ ପ୍ରଦାନ କରାଯିବ ।

ଫଟୋ ସୌଜନ୍ୟ : ସମ୍ବାଦଦାତା, ଯାଜପୁର

ଯାଜପୁର: ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଜିଲ୍ଲାସ୍ତରୀୟ ଗ୍ରାମୀଣ ପ୍ରାକୃତିକ ବିପର୍ଯ୍ୟୟ କମିଟିର ପ୍ରାକ୍ ପ୍ରସ୍ତୁତି ଓ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଯାଜପୁର ଜିଲ୍ଲାପାଳ ରଂଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ହୋଇଛି ।

ଭିଡିଓ ସୌଜନ୍ୟ : ସମ୍ବାଦଦାତା,ଯାଜପୁର

ଯାଜପୁର ଜିଲାର ୩୬୦ ଗ୍ରାମରେ ଗ୍ରାମ୍ୟ ବିପର୍ଯ୍ୟୟ ପରିଚାଳନା କମିଟି ଗଠନ କରି ସେମାନଙ୍କୁ ଉପଯୁକ୍ତ କୌଶଳ ପ୍ରଦାନ କରାଯିବ ବୋଲି ସୂଚନା ଦେଇଛନ୍ତି । ଗ୍ରାମୀଣ ପ୍ରାକୃତିକ ବିପର୍ଯ୍ୟୟ ବିଷୟରେ ବିଭିନ୍ନ ଏନଜିଓ ମାଧ୍ୟମରେ ଗ୍ରାମର ଗୋଷ୍ଠୀ ମାନଙ୍କୁ ସଚେତନ ଓ ତାଲିମ ପ୍ରଦାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ଏହି ବୈଠକରେ ପ୍ରକଳ୍ପ ନିର୍ଦ୍ଦେଶକ ମନୋଜ କୁମାର ବେହେରା, ଅତିରିକ୍ତ ଜିଲ୍ଲାପାଳ ମିହିର ପ୍ରସାଦ ମହାନ୍ତି, ଉପଜିଲ୍ଲାପାଳ କଳିଙ୍ଗନଗର ଓ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ମାନେ ଯୋଗ ଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଛନ୍ତି ।

ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ

Intro:slug-disaster_training
format-avo
reporter-Gyanaran ojha
place-jajpur
date-19.09.19
Anchor---ଯାଜପୁର ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଜିଲାପାଳ ରଂଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ଗ୍ରାମୀଣ ପ୍ରାକୃତିକ ବିପର୍ଯ୍ୟୟ କମିଟିର ପ୍ରାକ୍ ପ୍ରସ୍ତୁତି ଓ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଜିଲାପାଳ ଜିଲାର ୩୬୦ ଗ୍ରାମରେ ଗ୍ରାମ୍ୟ ବିପର୍ଯ୍ୟୟ ପରିଚାଳନା କମିଟି ଗଠନ କାରାଯାଇ କୌଶଳ ନିର୍ଦ୍ଧାରଣ କରାଯିବ ବୋଲି ସୂଚନା ଦେଇଥିଲେ । ବିଭିନ୍ନ ଏନ.ଜି.ଓ ମାଧ୍ୟମରେ ଗ୍ରାମର ଗୋଷ୍ଠୀ ମାନଙ୍କୁ ସଚେତନ ଓ ତାଲିମ ପ୍ରଦାନ କରାଯିବ ବୋଲି କହିଥିଲେ । ଏହି ବୈଠକରେ ପ୍ରକଳ୍ପ ନିର୍ଦ୍ଦେଶକ ମନୋଜ କୁମାର ବେହେରା, ଅତିରିକ୍ତ ଜିଲ୍ଳ୍ାପାଳ ମିହିର ପ୍ରସାଦ ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ କଳିଙ୍ଗନଗର ସମେତ ଅନାନ୍ୟ ବିଭାଗୀୟ ଅଧିକାରୀ ମାନେ ଯୋଗ ଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

Body:NewsConclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.