ETV Bharat / state

ମହାତ୍ମା ଗାନ୍ଧୀଙ୍କ ମହାପ୍ରୟାଣ ଦିବସ ପାଳିତ - jajpur news

ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ଅବସରରେ ଯାଜପୁର ବାଳିକା ବିଦ୍ୟାଳୟ ପରିସରରେ ଏକ ସ୍ମୃତି ସଭା ଅନୁଷ୍ଠିତ ହୋଇଯାଇଛି।

gandhi death anniversery celebreate in jajpur
ମହାତ୍ମା ଗାନ୍ଧୀଙ୍କ ମହାପ୍ରୟାଣ ଦିବସ ପାଳିତ
author img

By

Published : Jan 30, 2020, 8:13 PM IST

ଯାଜପୁର: ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ। ଏହି ଅବସରରେ ଯାଜପୁର ବାଳିକା ବିଦ୍ୟାଳୟ ପରିସରରେ ଏକ ସ୍ମୃତି ସଭା ଅନୁଷ୍ଠିତ ହୋଇଯାଇଛି।

ମହାତ୍ମା ଗାନ୍ଧୀଙ୍କ ମହାପ୍ରୟାଣ ଦିବସ ପାଳିତ

ଗାନ୍ଧିବାଦୀ ନେତା ନିସିଥ କୁମାର ଦାସଙ୍କ ନେତୃତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବ୍ଲକ ଶିକ୍ଷା ଅଧିକାରୀ ସ୍ମୃତିରେଖା ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଗାନ୍ଧୀ ସବୁ ବେଳେ କୁଷ୍ଠ ମୁକ୍ତ ଭାରତର ସ୍ବପ୍ନ ଦେଖିଥିଲେ ବୋଲି ମତ ଦେଇଥିଲେ।

ଏଥିପାଇଁ ସାରା ଭାରତରୁ କୁଷ୍ଠ ମୁକ୍ତ କରିବା ପାଇଁ ଏକ ଶପଥ ପାଠ କାର୍ଯ୍ୟକ୍ରମ କରାଯାଇଥିଲା। ଏହି ପବିତ୍ର ମହାପ୍ରୟାଣ ଦିବସ ଅବସରରେ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇଥିଲା।

ଯାଜପୁରରୁ ଜ୍ଞାନରଞ୍ଜନ ଓଝା, ଇଟିଭି ଭାରତ

Intro:Body:

blank

Conclusion:

For All Latest Updates

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.