ETV Bharat / state

ଯନ୍ତ୍ରୀ-ଠିକାଦାରଙ୍କ ମଧୁଚନ୍ଦ୍ରିକା, ଚିନ୍ତାରେ ଚାଷୀ - irrigation

ରାଜ୍ୟ ସରକାର କୃଷି ଓ କୃଷକ ବିକାଶ ପାଇଁ ଚେଷ୍ଟା ଜାରି ରଖିଥିଲେ ମଧ୍ୟ ଧର୍ମଶାଳା ବ୍ଲକରେ ଦେଖିବାକୁ ମିଳିଛି ବ୍ୟତିକ୍ରମ । ଗ୍ରାମବାସୀଙ୍କ ଅଭିଯୋଗ ସତ୍ତ୍ବେ ଶୁଣୁନି ପ୍ରଶାସନ ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଯାଜପୁର
author img

By

Published : Jul 4, 2019, 9:37 PM IST

ଯାଜପୁର: ରାଜ୍ୟ ସରକାର କୃଷି ଓ କୃଷକର ବିକାଶ ପାଇଁ ଜଳସେଚନ ବ୍ୟବସ୍ଥାକୁ ଗୁରୁତ୍ବ ଦେଉଥିବା ବେଳେ ଯାଜପୁର ଜିଲ୍ଲାର ଧର୍ମଶାଳା ବ୍ଳକରେ କିନ୍ତୁ ଦେଖିବାକୁ ମିଳିଛି ବିରାଟ ବ୍ୟତିକ୍ରମ ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଯାଜପୁର

ବଡ଼ଚଣା କ୍ଷୁଦ୍ର ଜଳସେଚନ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଧର୍ମଶାଳା ବ୍ଳକ ଥାନୁଆଳ ଗାଁରେ 36ଲକ୍ଷ 88ହଜାର ଟଙ୍କା ବ୍ୟୟରେ ଏକ ଜଳ ସେଚନ ପ୍ରକଳ୍ପ କରାଯାଇଥିଲି । ଯାହାକି 81ଶହ ହେକ୍ଟର ଚାଷଜମିକୁ ଜଳସେଚନ କରାଯିବାର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା । କିନ୍ତୁ ମାଟିଝର ପ୍ରକଳ୍ପ ନାମରେ ନାମିତ ଏହି କ୍ଷୁଦ୍ର ଜଳସେଚନଟି, ଠିକାଦାର ଓ ଯନ୍ତ୍ରୀଙ୍କ ମଧୁଚନ୍ଦ୍ରିକା ଯୋଗୁଁ ନିମ୍ନମାନର କାମ ହୋଇଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ ।

ଏନେଇ ବିଭାଗୀୟ ସହକାରୀ ନିର୍ବାହୀ ଯନ୍ତ୍ରୀ ଓ କନିଷ୍ଠ ଯନ୍ତ୍ରୀଙ୍କ ପାଖରେ ବାରମ୍ବାର ଅଭିଯୋଗ କଲେ ବି ସେମାନେ କୌଣସି କର୍ଣ୍ଣପାତ କରୁନଥିବା କହିଛନ୍ତି ଗ୍ରାମବାସୀ ।

ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ

Intro:ରାଜ୍ୟ ସରକାର କୃଷି ଓ କୃଷକର ବିକାଶ ପାଇଁ ଜଳସେଚନ ବ୍ୟବସ୍ଥାକୁ ଗୁରୁତ୍ୱ ଦେଉଥିବା ବେଳେ କିନ୍ତୁ ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଳକରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ବଡ଼ଚଣା କ୍ଷୁଦ୍ର ଜଳସେଚନ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଧର୍ମଶାଳା ବ୍ଳକ ଥାନୁଆଳ ଗାଁରେ 36ଲକ୍ଷ 88ହଜାର ଟଙ୍କା ବ୍ୟୟରେ ଏକ ଜଳ ସେଚନ ପ୍ରକଳ୍ପ କରାଯାଇ 81ଶହ ହେକ୍ଟର ଚାଷଜମି କୁ ଜଳସେଚନ କରାଯିବାର ଲକ୍ଷଧାର୍ଯ୍ୟ କରାଯାଇଥିଲା । ମାଟିଝର ପ୍ରକଳ୍ପ ନାମରେ ନାମିତ ଏହି କ୍ଷୁଦ୍ର ଜଳସେଚନ ପ୍ରକଳ୍ପଟି ଠିକାଦାର ଓ ଯନ୍ତ୍ରୀଙ୍କ ମଧୁଚନ୍ଦ୍ରିକା ଯୋଗୁଁ ନିମ୍ନମାନର କାମ ହୋଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।Body:ଏ ନେଇ ବିଭାଗୀୟ ସହକାରୀ ନିର୍ଵାହି ଯନ୍ତ୍ରୀ ଓ କନିଷ୍ଠ ଯନ୍ତ୍ରୀଙ୍କ ପାଖରେ ବାରମ୍ବାର ଅଭିଯୋଗ କଲେବି କୌଣସି କର୍ଣ୍ଣପାତ କରୁନଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.