ETV Bharat / state

ଲକଡାଉନ ଯାଜପୁର, ଘରୁ ନ ବାହାରିବାକୁ ଜିଲ୍ଲାପାଳଙ୍କ ପରାମର୍ଶ

author img

By

Published : Jul 17, 2020, 8:08 PM IST

ଯାଜପୁର ଜିଲ୍ଲାରେ କଡାକଡି ଭାବେ କାର୍ଯ୍ୟକାରୀ ହେବ ଲକଡାଉନ ନିୟମ । ସକାଳ 6ରୁ ଦିନ ଗୋଟାଏ ପର୍ଯ୍ୟନ୍ତ କେବଳ ଜରୁରୀ ସାମଗ୍ରୀ ଦୋକାନ ଖୋଲା ରହିବ । ଅଧିକ ପଢନ୍ତୁ..

ଯାଜପୁରରେ ଆରମ୍ଭ ହେବ ଲକଡାଉନ, ଘରୁ ନବାହାରିବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଯାଜପୁର: ଜିଲ୍ଲାରେ କଡାକଡି ଭାବେ କାର୍ଯ୍ୟକାରୀ ହେବ ଲକଡାଉନ ନିୟମ । ସକାଳ 6ରୁ ଦିନ ଗୋଟାଏ ପର୍ଯ୍ୟନ୍ତ କେବଳ ଜରୁରୀ ସାମଗ୍ରୀ ଦୋକାନ ଖୋଲା ରହିବ । କୌଣସି ଜରୁରୀ କାମ ନଥିଲେ ଘରୁ ନବାହାରିବାକୁ ପରାମର୍ଶ ଦେଇଛନ୍ତି ଜିଲ୍ଲାପାଳ ।

ଶୁକ୍ରବାର ରାତି 9ଟା ପର୍ଯ୍ୟନ୍ତ ସମସ୍ତ ଦୋକାନ ଖୋଲା ରହିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଯାଜପୁର ସମେତ କେତେକ ଜିଲ୍ଲାରେ କୋରୋନା ସ୍ଥିତି ଅଣାୟତ ହେବାରୁ ରାଜ୍ୟ ସରକାର ଆସନ୍ତା 31 ତାରିଖ ପର୍ଯ୍ୟନ୍ତ ଲକଡାଉନ କରିବାକୁ ନିଷ୍ପତ୍ତି ନେଇଛନ୍ତି ।

ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.