ETV Bharat / state

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା ପ୍ରତିବାଦରେ ବିରୋଧ ପ୍ରଦର୍ଶନ

ଯାଜପୁର ଗାନ୍ଧୀ ଛକ ଠାରେ ସାମ୍ବାଦିକ ମାନେ ଏକତ୍ରିତ ହୋଇ ସାମ୍ବାଦିକଙ୍କ ଉପରେ ଆକ୍ରମଣ କରିଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି । ଅଧିକ ପଢନ୍ତୁ...

author img

By

Published : Dec 25, 2020, 5:39 PM IST

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାର ପ୍ରତିବାଦରେ ବିରୋଧ ପ୍ରଦର୍ଶ
ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାର ପ୍ରତିବାଦରେ ବିରୋଧ ପ୍ରଦର୍ଶନ ଯାଜପୁରରେ ସାମ୍ବାଦିକ

ଯାଜପୁର: ନୟାଗଡରେ କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାର ପ୍ରତିବାଦରେ ଯାଜପୁରରେ ସାମ୍ବାଦିକମାନେ ବିରୋଧ ପ୍ରଦର୍ଶନ କରିଛନ୍ତି । ଯାଜପୁର ଗାନ୍ଧୀ ଛକ ଠାରେ ସାମ୍ବାଦିକ ମାନେ ଏକତ୍ରିତ ହୋଇ ସାମ୍ବାଦିକଙ୍କ ଉପରେ ଆକ୍ରମଣ କରିଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି ।

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାର ପ୍ରତିବାଦରେ ବିରୋଧ ପ୍ରଦର୍ଶ

ଯେଉଁଭଳି ରାଜ୍ୟରେ ଦିନକୁ ଦିନ ସାମ୍ବାଦିକଙ୍କ ଉପରେ ଆକ୍ରମଣ ଘଟଣା ବୃଦ୍ଧି ପାଉଛି ସେଥିପାଇଁ ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ ଲାଗୁ କରିବା ଦରକାର ବୋଲି ଦାବି କରାଯାଇଥିଲା ।

ରାଜ୍ୟ ସରକାର, ସାମ୍ବାଦିକଙ୍କ ଉପରେ କରୁଥିବା ଆକ୍ରମଣ କାରୀଙ୍କ ପାଇଁ କୋଠର ଆଇନ କରି ସେମାନଙ୍କୁ ଦଣ୍ଡ ଦେବାକୁ ଦାବୀ ହୋଇଛି ।

ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.