ETV Bharat / state

Journalist Attack: ଏସପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ - ଯାଜପୁର ଖବର

ନିର୍ବାଚନ ଖବର ସଂଗ୍ରହ କରିବା ସମୟରେ ବିଞ୍ଝାରପୁର ଅଞ୍ଚଳରେ ସାମ୍ବାଦିକଙ୍କ ଉପରେ ଆକ୍ରମଣ ଘଟଣା । ଏହାର ପ୍ରତିବାଦ କରି ସୋମବାର ଯାଜପୁର ଏସପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସାମ୍ବାଦିକମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଅଧିକ ପଢନ୍ତୁ

Journalist Attack: ଏସପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

author img

By

Published : Feb 21, 2022, 10:01 PM IST

ଯାଜପୁର : ନିର୍ବାଚନ ଖବର ସଂଗ୍ରହ କରିବା ସମୟରେ ବିଞ୍ଝାରପୁର ଅଞ୍ଚଳରେ ସାମ୍ବାଦିକଙ୍କ ଉପରେ ଆକ୍ରମଣ ଘଟଣା । ଏହାର ପ୍ରତିବାଦ କରି ସୋମବାର ଯାଜପୁର ଏସପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସାମ୍ବାଦିକମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଜିଲ୍ଲାର ସମସ୍ତ କାର୍ଯ୍ୟରତ ସାମ୍ବାଦିକମାନେ ଏକତ୍ରିତ ହୋଇ ଏହି ଘଟଣାର ଦୃଢ଼ ନିନ୍ଦା କରିବା ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି।

Journalist Attack: ଏସପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଏହାବି ପଢନ୍ତୁ : ସାଂସଦ ଅନୁଭବଙ୍କ ଭାଇ ଅନୁପ୍ରାସଙ୍କ ବିରୋଧରେ ଜମି ଚଞ୍ଚକତା ଅଭିଯୋଗ

ବର୍ତ୍ତମାନ ପର୍ଯ୍ୟନ୍ତ ଏଥିରେ ସମ୍ପୃକ୍ତ ଥିବା କିଛି ଲୋକଙ୍କୁ ପୋଲିସ ଗିରଫ କରିଥିବାବେଳେ ଅନେକ ଅଭିଯୁକ୍ତ ଏବେବି ଫେରାର ଅଛନ୍ତି। ପୋଲିସ ତୁରନ୍ତ ସେମାନଙ୍କୁ ଗିରଫ କରିବାକୁ ଦାବି କରାଯାଇଛି। ତେବେ ରାଜ୍ୟରେ ବାରମ୍ବାର ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା ସାମ୍ନାକୁ ଆସୁଥିବା ପୋଲିସ ପ୍ରଶାସନ ସାମ୍ବାଦିକଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଉ ନଥିବା ବରିଷ୍ଠ ସାମ୍ବାଦିକମାନେ କହିଛନ୍ତି। ଯଥାଶୀଘ୍ର ସାମ୍ବାଦିକ ମାନଙ୍କୁ ନ୍ୟାୟ ଏବଂ ସୁରକ୍ଷା ଯୋଗାଇ ଦିଆ ନଗଲେ । ଆଗାମୀ ଦିନରେ ଏକ ବଡ଼ ଧରଣର ଆନ୍ଦୋଳନ କରାଯିବ ବୋଲି ସାମ୍ବାଦିକମାନେ ଚେତାବନୀ ଦେଇଛନ୍ତି।

ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.