ETV Bharat / state

ମା' ବିରଜାଙ୍କ ରଥଯାତ୍ରା ଆରମ୍ଭ

ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା' ବିରଜାଙ୍କ ରଥଯାତ୍ରା ଆଜି ଠାରୁ ଆରମ୍ଭ ହୋଇଛି । ଆସନ୍ତାକାଲି ଠାରୁ ୮ଦିନ ଯାଏଁ ସବୁ ସନ୍ଧ୍ୟାରେ ରଥ ମନ୍ଦିରର ବେଢ଼ା ପରିକ୍ରମା କରିବ । ବିଶ୍ବାସ ରହିଛି ଏହି 9ଦିନ ଧରି ଚାଲିଥିବା ପୂଜା ସମୟରେ ମା'ଙ୍କ ମୁଖ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ମିଳିଥାଏ ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଯାଜପୁର
author img

By

Published : Sep 30, 2019, 5:56 PM IST

ଯାଜପୁର: ଅଧିଷ୍ଠାତ୍ରୀ ଦେବୀ ମା' ବିରଜାଙ୍କ ରଥଯାତ୍ରା ଆଜିଠାରୁ ଆରମ୍ଭ ହୋଇଛି । ମା’ ବିରଜାଙ୍କର ନବଦିବସୀୟ ରଥଯାତ୍ରା ପାଇଁ ଉତ୍ସବ ମୁଖର ସମଗ୍ର ଅଞ୍ଚଳ । ପାରମ୍ପରିକ ରୀତିନିତି ଅନୁଯାୟୀ ରଥପୂଜା ଆରମ୍ଭ ହେବା ପରେ ରଥପ୍ରତିଷ୍ଠା କରାଯାଇଥିଲା । ଏହାପରେ ମାଙ୍କ ଚଳନ୍ତି ପ୍ରତିମାଙ୍କୁ ରଥାରୁଢ଼ କରାଯାଇ ରଥାଟଣା ଯାଇଥିଲା ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଯାଜପୁର

ଆସନ୍ତାକାଲି ଠାରୁ ୮ଦିନ ଯାଏଁ ସବୁ ସନ୍ଧ୍ୟାରେ ରଥ ମନ୍ଦିରର ବେଢ଼ା ପରିକ୍ରମା କରିବ । ବିଶ୍ବାସ ରହିଛି ଏହି 9ଦିନ ଧରି ଚାଲିଥିବା ପୂଜା ସମୟରେ ମା'ଙ୍କ ମୁଖ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ମିଳିଥାଏ । ତେବେ ରଥରେ ମା'ଙ୍କୁ ଦର୍ଶନ କରିବା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି । ଏହି ରଥଟଣା ଦେଖିବା ପାଇଁ ବହୁ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଥିଲା ।

ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡକୁ ଲକ୍ଷ୍ୟ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା । ମା ବିରାଜାଙ୍କ ଶାରଦୀୟ ଉତ୍ସବକୁ ଶାନ୍ତି ଶୃଙ୍ଖଳାରେ ସାରିବାକୁ ମନ୍ଦିର ପ୍ରଶାସନ ପ୍ରସ୍ତୁତ ଥିବା କହିଛନ୍ତି ମନ୍ଦିର ଟ୍ରଷ୍ଟି ତଥା ଉପଜିଲ୍ଲାପାଳ ।

ଯାଜପୁରରୁ ଜ୍ଞାନରଞ୍ଜନ ଓଝା, ଇଟିଭି ଭାରତ

Intro:slug-MAA BIRAJA RATHA PRATISTHA
format-avb
reporter-Gyanaranjan ojha
place-jajpur
date-30.09.19
Anchor---ଯାଜପୁର ର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ରଥଯାତ୍ରା ଆଜି ଠାରୁ ଆରମ୍ଭ ହୋଇଛି । ମା’ ବିରଜାଙ୍କର ନବଦିବସୀୟ ରଥଯାତ୍ରା ପାଇଁ ଉତ୍ସବ ମୁଖର ସମଗ୍ର ଅଂଚଳ । ପାରମ୍ପରିକ ଋତି ନିତି ଅନୁଯାୟୀ ରଥ ପୂଜା ଆରମ୍ଭ ହେବା ପରେ ରଥପ୍ରତିଷ୍ଠା କରାଯାଇଥିଲା । ଏହାପରେ ମାଙ୍କ ଚଳନ୍ତି ପ୍ରତିମାଙ୍କୁ ରଥାରୁଢ଼ କରାଯାଇ ରଥା ଟଣା ଯାଇଥିଲା । ଆସନ୍ତାକାଲି ଠାରୁ ୮ଦିନ ଯାଏ ପ୍ରତ୍ୟେହ ସଂଧ୍ୟାରେ ରଥ ମନ୍ଦୀରର ବେଢ଼ା ପରିକ୍ରମା କରିବ । ବିଶ୍ୱାସ ରହିଛି ଏହି ନଅଦିନ ଧରି ଚାଲିଥିବା ପୂଜା ସମୟରେ ମାଙ୍କ ମୁଖ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ମିଳିଥାଏ । ରଥରେ ମାଙ୍କୁ ଦର୍ଶନ କରିବା ପାଇଁ ଶ୍ରଦ୍ଦାଳୁଙ୍କ ଭିଡ ଜମିଛି । ଏହି ରଥ ଟଣା ଦେଖିବା ପାଇଁ ବହୁ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଥିଲା । ପ୍ରବଳ ଶ୍ରଦ୍ଧାଳୁଙ୍କ ଭିଡକୁ ଲକ୍ଷ୍ୟ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା । ମା ବିରାଜାଙ୍କ ଶାରଦୀୟ ଉତ୍ସବ କୁ ଶାନ୍ତି ଶୃଙ୍ଖଳା ରେ ସାରିବାକୁ ମନ୍ଦିର ପ୍ରଶାସନ ପ୍ରସ୍ତୁତ ଥିବା କହିଛନ୍ତି ମନ୍ଦିର ଟ୍ରଷ୍ଟି ତଥା ଉପଜିଲ୍ଲାପାଳ ।
Body:Bite-୧-ଶ୍ରଦ୍ଧାଳୁ ,ହାଇଦ୍ରାବାଦ
Bite-୨-ଶ୍ରଦ୍ଧାଳୁConclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.