ETV Bharat / state

ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ମୃତ

ଗୁରୁବାର ଯାଜପୁରର ମାର୍କଣ୍ଡପୁର ଗ୍ରାମର କାଶୀନାଥ ସାହୁ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବାରୁ ତାଙ୍କର ମୃତ୍ୟୁ ଘଟିଛି ।

author img

By

Published : Jul 11, 2019, 6:44 PM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, ଯାଜପୁର

ଯାଜପୁର: ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଯାଜପୁରର ମାର୍କଣ୍ଡପୁର ଗ୍ରାମରେ । ମୃତକ ଜଣଙ୍କ ହେଲେ ମାର୍କଣ୍ଡପୁର ଗ୍ରାମର କାଶୀନାଥ ସାହୁ ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଯାଜପୁର

ସୂଚନା ଅନୁଯାୟୀ, କାଶୀନାଥ ତାଙ୍କ ଘରେ ମଟର ଲଗାଇ ପାଣି ଦେଉଥିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଗୁରୁତର ହୋଇପଡିଥିଲେ । ଏହାପରେ ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ମାର୍କଣ୍ଡପୁର ମେଡିକାଲ ଓ ପରେ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ତାଙ୍କୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

ଯାଜପୁରରୁ ଜ୍ଞାନରଞ୍ଜନ ଓଝା, ଇଟିଭି ଭାରତ

Intro:slug-electric_shock_death
format-avo
reporter-Gyanaranjan ojha
place-jajpur
date-11.07.2019
Anchor---ଯାଜପୁରରେ ବିଦ୍ୟୁତ ତାର ସଂସ୍ପର୍ଶରେ ଜଣେ ମୃତ । ମୃତକ ହେଲେ ମାର୍କଣ୍ଡପୁର ଗ୍ରାମର କାଶିନାଥ ସାହୁ । ସେ ତାଙ୍କ ଘରେ ମଟର ଲଗାଇ ପାଣି ଦେଉଥିବା ବେଳେ ବିଦ୍ୟୁତ ସଂଷ୍ପର୍ଶରେ ଆସିଥିଲେ । ଏହା ପରେ ସେ ଗୁରୁତର ହୋଇପଡିଥିଲେ । ଗୁରୁତର ଅବସ୍ଥାରେ ପରିବାର ଲୋକେ ତାଙ୍କୁ ପ୍ରଥମେ ମାର୍କଣ୍ଡପୁର ମେଡିକାଲ ଓ ପରେ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରିଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।
Body:NewsConclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.