ETV Bharat / state

ନିର୍ବାଚନ ପୂର୍ବରୁ ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ବିଜେଡିର ମିଶ୍ରଣ ପର୍ବ - bjd

ନିର୍ବାଚନ ପୂର୍ବରୁ ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳ ପକ୍ଷରୁ ଆୟୋଜିତ ହୋଇଛି ମିଶ୍ରଣ ପର୍ବ ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଯାଜପୁର
author img

By

Published : Mar 14, 2019, 7:20 PM IST

ଯାଜପୁର: ନିର୍ବାଚନ ପୂର୍ବରୁ ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳ ପକ୍ଷରୁ ଆୟୋଜିତ ହୋଇଛି ମିଶ୍ରଣ ପର୍ବ । ଦଳୀୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ପର୍ବରେ ବିଜେପି ମହିଳା ମୋର୍ଚ୍ଚାର ପୂର୍ବତନ ସଭାନେତ୍ରୀ ରାଜଶ୍ରୀ ଦାସ ଓ ଜିଲ୍ଲା ବିଜେପି କାର୍ଯ୍ୟକାରିଣୀ ସଦସ୍ୟ କାଳିଚରଣ ଶତପଥୀଙ୍କ ନେତୃତ୍ବରେ ଅନେକ କର୍ମୀ ବିଜେଡିରେ ଯୋଗ ଦେଇଛନ୍ତି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଯାଜପୁର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି, ଆଦର୍ଶ ଓ ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତରାୟଙ୍କ ନେତୃତ୍ବ ଉପରେ ଆସ୍ଥା ପ୍ରକଟ କରି ଦଳରେ ସାମିଲ ହୋଇଥିବା ପ୍ରକାଶ କରିଛନ୍ତି ସମସ୍ତ କର୍ମୀ । ତେବେ ଦଳରେ ସାମିଲ ହୋଇଥିବା ନେତା ଓ କର୍ମୀଙ୍କୁ ସ୍ଥାନୀୟ ବିଧାୟକ ଦଳୀୟ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ଦଳକୁ ସ୍ବାଗତ କରିଛନ୍ତି ।

ଗୁରୁବାର ଆୟୋଜିତ ଏହି ମିଶ୍ରଣ ସଭାରେ ଧର୍ମଶାଳା ବ୍ଲକର ବହୁ ଦଳୀୟ କର୍ମୀ ଉପସ୍ଥିତ ରହିଥିଲେ ।

ଯାଜପୁରରୁ ଜ୍ଞାନରଞ୍ଜନ ଓଝା, ଇଟିଭି ଭାରତ

Intro:Body:

Amaravati: Andhra Pradesh Chief Minister N Chandrababu Naidu Wednesday hit out at Prime Minister Narendra Modi calling him a "pseudo chowkidar" who protected only criminals.

Naidu's remarks triggered a strong reaction from the BJP which accused the Telugu Desam party president of resorting to "murky politics" as his party was frightened of losing in the April 11 Lok Sabha and State assembly polls.

"What right you have to call yourself a chowkidar? You are chowkidar for criminals," the Telugu Desam Party president said at a press conference here this evening.

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.