ETV Bharat / state

ମମିତା ହତ୍ୟା ଘଟଣା; ମହିଳା କଂଗ୍ରେସର ବିକ୍ଷୋଭ

author img

By

Published : Oct 21, 2021, 8:52 PM IST

ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଅଭିଯୋଗ କରି ଯାଜପୁର ମହିଳା କଂଗ୍ରେସ ପକ୍ଷରୁ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ କରାଯାଇଛି । ଅଧିକ ପଢନ୍ତୁ...

Women's Congress protests in Jajpur
Women's Congress protests in Jajpur

କଳାହାଣ୍ଡି: ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଅଭିଯୋଗ କରି ଯାଜପୁର ମହିଳା କଂଗ୍ରେସ ପକ୍ଷରୁ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ କରାଯାଇଛି ।

ମମିତା ମେହେର ହତ୍ୟା ଘଟଣା; ଯାଜପୁରରେ ବି ମହିଳା କଂଗ୍ରେସର ବିକ୍ଷୋଭ

ଜିଲା ମହିଳା କଂଗ୍ରେସ ସଭାନେତ୍ରୀ ଇତିଶ୍ରୀ ମହାନ୍ତିଙ୍କ ନେତୃତ୍ବରେ ପାଣିକୋଇଲି ସ୍ଥିତ ଏସପି ଅଫିସ ସମୁଖରେ ବିକ୍ଷୋଭ ଓ ପ୍ରତିବାଦ କରାଯାଇଥିଲା । କଂଗ୍ରେସ ନେତା ସନ୍ତୋଷ ନନ୍ଦ, ବଳଭଦ୍ର ଦାସ, ଅଜୟ ସାମଲ ପ୍ରମୁଖ ଉପସ୍ଥିତ ରହି ରାଜ୍ୟରେ ଆଇନ ଶୃଙ୍ଖଳା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଥିବା ଅଭିଯୋଗ କରି ମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବି ପତ୍ର ମଧ୍ୟ ପ୍ରଦାନ କରାଯାଇଥିଲା।

ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.