ETV Bharat / state

ଓଡିଶା ରାଜ୍ୟ ସରକାରୀ କର୍ମଚାରୀ ସମନ୍ୱୟ ସମିତିର ବିକ୍ଷୋଭ - ରାଜ୍ୟ ସରକାରୀ କର୍ମଚାରୀ ସମନ୍ୱୟ ସମିତିର ବିକ୍ଷୋଭ

ଯାଜପୁର ଜିଲ୍ଲାପାଳ ଅଫିସ ସମ୍ମୁଖରେ ଓଡିଶା ରାଜ୍ୟ ସରକାରୀ କର୍ମଚାରୀ ସମନ୍ବୟ ସମିତିର ବିକ୍ଷୋଭ । ଅଧିକ ପଢନ୍ତୁ

ଓଡିଶା ରାଜ୍ୟ ସରକାରୀ କର୍ମଚାରୀ ସମନ୍ୱୟ ସମିତିର ବିକ୍ଷୋଭ

author img

By

Published : Jul 2, 2022, 10:50 PM IST

ଯାଜପୁର : ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଯାଜପୁର ଜିଲ୍ଲାପାଳ ଅଫିସ ସମ୍ମୁଖରେ ଓଡିଶା ରାଜ୍ୟ ସରକାରୀ କର୍ମଚାରୀ ସମନ୍ବୟ ସମିତିର ବିକ୍ଷୋଭ। କର୍ମଚାରୀଙ୍କ ପୁରୁଣା ପେନସନ ଲାଗୁ,ବକେୟା ମହଙ୍ଗା ଭତ୍ତା ପ୍ରଦାନ ସହିତ ଠିକା କର୍ମଚାରୀଙ୍କୁ ସ୍ଥାୟୀ ନିଯୁକ୍ତି ଦେବା ଆଦି ଦାବିରେ ସମିତି ପକ୍ଷରୁ ଏକ ସ୍ମାରକ ପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟ ପ୍ରଦାନ କରାଯାଇଛି।

ଓଡିଶା ରାଜ୍ୟ ସରକାରୀ କର୍ମଚାରୀ ସମନ୍ୱୟ ସମିତିର ବିକ୍ଷୋଭ

ଏହି ଦାବି ନେଇ ପୂର୍ବରୁ ଅନେକ ଥର ଦାବି ପତ୍ର ପ୍ରଦାନ କରାଯାଇଥିଲା । ହେଲେ ସରକାର ଏଥି ପ୍ରତି ଧ୍ୟାନ ଦେଉ ନଥିବା ଅଭିଯୋଗ ହୋଇଛି । ଆଗାମୀ ଦିନରେ ଦାବି ପୂରଣ ନ ହେଲେ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି।

ଇଟିଭି ଭାରତ, ଯାଜପୁର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.