ETV Bharat / state

ମା' ବିରଜାଙ୍କ ପୀଠରେ ପିତୃପୁରୁଷଙ୍କୁ ପିଣ୍ଡଦାନ - ପୌରାଣିକ

ମହାଳୟାରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବାର ପରମ୍ପରା ରହିଛି । ବିଶେଷ କରି ଯାଜପୁରର ବିରଜା ମନ୍ଦିରର ନାଭିଗୟା ପୀଠରେ ପିଣ୍ଡଦାନ କଲେ ପିତୃପୁରୁଷଙ୍କୁ ସ୍ୱର୍ଗପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି । ସେଥିପାଇଁ ନାଭିଗୟାରେ ଶନିବାର ପିଣ୍ଡଦାନ ପାଇଁ କାହିଁ କେତେ ଦୂରରୁ ଛୁଟିଆସିଥିଲେ ଶ୍ରଦ୍ଧାଳୁ ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଯାଜପୁର
author img

By

Published : Sep 28, 2019, 8:12 PM IST

ଯାଜପୁର: ଆଜି ପବିତ୍ର ମହାଳୟା । ଏହି ଅବସରରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବାର ସ୍ବତନ୍ତ୍ର ପରମ୍ପରା ରହିଛି । ଏଥିପାଇଁ ଶନିବାର ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା' ବିରଜା ପୀଠରେ ଥିବା ନାଭିଗୟାରେ ପିଣ୍ଡଦାନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ ଜମିଥିଲା । ଦୂରଦୁରାନ୍ତରୁ ଶ୍ରଦ୍ଧାଳୁମାନେ ଆସି ପିତୃପୁରୁଷଙ୍କୁ ନାଭିଗୟାରେ ପିଣ୍ଡଦାନ ଦେଇଛନ୍ତି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଯାଜପୁର

ବିଶେଷ କରି ବିରଜା ମନ୍ଦିରର ନାଭିଗୟା ପୀଠରେ ପିଣ୍ଡଦାନ କଲେ ପିତୃପୁରୁଷଙ୍କୁ ସ୍ବର୍ଗପ୍ରାପ୍ତି ହୋଇଥାଏ ବୋଲି ବିଶ୍ବାସ ରହିଛି । ଏଥିପାଇଁ ଆଜି ସକାଳୁ ସକାଳୁ ଜିଲ୍ଳା ଓ ରାଜ୍ୟ ବାହାରୁ ହଜାର ହଜାର ଶ୍ରଦ୍ଧାଳୁ ପିଣ୍ଡଦାନ କରି ମା’ ବିରଜାଙ୍କୁ ଦର୍ଶନ କରିଛନ୍ତି । ଏଭଳି ତିଥିରେ ପିଣ୍ଡଦାନ କରି ଶ୍ରଦ୍ଧାଳୁ ନିଜକୁ ଭାଗ୍ୟବାନ ମନେ କରିଛନ୍ତି ।

ମହାଳୟା ତିଥିରେ ଓ ନାଭିଗୟାରେ ପିଣ୍ଡଦାନ ନେଇ ରହିଛି ଅନେକ ପୌରାଣିକ ମତ । ସେଥିପାଇଁ ନାଭିଗୟାରେ ପିଣ୍ଡଦାନ ପାଇଁ କାହିଁ କେତେ ଦୂରରୁ ଛୁଟିଆସନ୍ତି ଶ୍ରଦ୍ଧାଳୁ । ପ୍ରବଳ ଭିଡକୁ ଲକ୍ଷ୍ୟ ରଖି ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା ।

ଯାଜପୁରରୁ ଜ୍ଞାନରଞ୍ଜନ ଓଝା, ଇଟିଭି ଭାରତ

Intro:Slug – Mahaalaya_pindadan
Format –pkg                  
Reporter – Gyanaranjan ojha
Place – JAJPUR                                     
Date – 28.09.2019
Anchor –ଆଜି ପବିତ୍ର ମହାଳୟା । ଏହି ଅବସରରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବାର ସ୍ୱତନ୍ତ୍ର ପରମ୍ପରା ରହିଛି । ବିଶେଷକରି ଆଜିର ଦିନରେ ପିଣ୍ଡଦାନ କଲେ ପିତୃପୁରଷଙ୍କ ମୋକ୍ଷ ଲାଭ ହୋଇଥାଏ ବୋଲି ବିଶ୍ୱାସ ରହିଛି । ଏଥିପାଇଁ ଆଜି ଯାଜପୁର ର ଅଧିଷ୍ଠାତ୍ରୀ ଦେବୀ ମା ବିରଜା ପୀଠ ରେ ଥିବା ନାଭିଗୟାରେ ପିଣ୍ଡଦାନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଛିି ।ୁ ଦୁରଦୁରାନ୍ତରୁ ଶ୍ରଦ୍ଧାଳୁ ମାନେ ଆସି ପିତୃପୁରୁଷଙ୍କୁ ନାଭିଗୟାରେ ପିଣ୍ଡଦାନ ଦେଇଛନ୍ତି । ଏଥିପାଇଁ ମନ୍ଦୀର ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ମଧ୍ୟ କରାଯାଇଛି ।

Body:
ଭିଓ୧-ମହାଳୟା ଅବସରରେ ପିତୃପୁରୁଷଙ୍କୁ ପିଣ୍ଡଦାନ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ । ମହାଳୟାରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବାର ପରମ୍ପରା ରହିଛି । ବିଶେଷ କରି ବିରଜା ମନ୍ଦୀରର ନାଭିଗୟା ପୀଠରେ ପିଣ୍ଡଦାନ କଲେ ପିତୃପୁରୁଷଙ୍କୁ ସ୍ୱର୍ଗପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି । ଏଥିପାଇଁ ଆଜି ସକାଳୁ ସକାଳୁ ଜିଲ୍ଳା ଓ ରାଜ୍ୟ ବାହାରୁ ହଜାର ହଜାର ଶ୍ରଦ୍ଦାଳୁ ପିଣ୍ଡଦାନ କରି ମା ବିରଜାଙ୍କୁ ଦର୍ଶନ କରିଛନ୍ତି । ଏଭଳି ତିଥିରେ ପିଣ୍ଡଦାନ କରି ଶ୍ରଦ୍ଧାଳୁ ନିଜକୁ ଭାଗ୍ୟବାନ ମନେ କରିଛନ୍ତି ।
ବାଇଟ୍:-୧. ଅଶୋକ କୁମାର ବଳ,ବିଧାୟକ କୋରେଇ
୨. ଦେବେନ୍ଦ୍ର ମଲ୍ଲିକ, ଶ୍ରଦ୍ଧାଳୁ

ଭିଓ୨-ପିତୃପୁରୁଷଙ୍କ ପିଣ୍ଡଦାନର ପରମ୍ପରା ରହି ଆସିଛି ଆବାହନକାଳରୁ । କିନ୍ତୁ ମହାଳୟା ତିଥିରେ ଓ ନାଭିଗୟାରେ ପିଣ୍ଡଦାନ ନେଇ ରହିଛି ଅନେକ ପୌରାଣିକ ମତ । ସେଥିପାଇଁ ନାଭିଗୟାରେ ପିଣ୍ଡଦାନ ପାଇଁ କାହିଁ କେତେ ଦୂରରୁ ଛୁଟିଆସନ୍ତି ଶ୍ରଦ୍ଧାଳୁ । ପ୍ରବଳ ଭିଡକୁ ଲକ୍ଷ୍ୟ ରଖି ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା ।
Bite-3_ସବିତା ବେହେରା,ଶ୍ରଦ୍ଧାଳୁ
ବାଇଟ୍:4-ସୁବାସ ଚନ୍ଦ୍ର ପାଣି , ପୂଜକ

Conclusion:
ପାଂଭିଓ-ପିଣ୍ଡଦାନ ପରେ ମାଙ୍କୁ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଭିଡକୁ ଲକ୍ଷ୍ୟ ରଖି ମନ୍ଦୀର ପ୍ରଶାସନ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.