ETV Bharat / state

ତିନି ସାମ୍ବାଦିକଙ୍କ ଅକାଳ ବିୟୋଗରେ ପ୍ରେସ୍‌କ୍ଲବ ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା

author img

By

Published : Oct 12, 2020, 10:11 PM IST

ଜଗନ୍ନାଥ ମନ୍ଦିର ପରିସରରେ ଜିଲାର ଉଦୟମାନ ତିନିଜଣ ସାମ୍ବାଦିକଙ୍କ ଅକାଳ ବିୟୋଗରେ ପ୍ରେସ୍‌କ୍ଲବ ପକ୍ଷରୁ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ତିନି ସାମ୍ବାଦିକଙ୍କ ଅକାଳ ବିୟୋଗରେ ପ୍ରେସ୍‌କ୍ଲବ ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା
ତିନି ସାମ୍ବାଦିକଙ୍କ ଅକାଳ ବିୟୋଗରେ ପ୍ରେସ୍‌କ୍ଲବ ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା

ଯାଜପୁର: ଜଗନ୍ନାଥ ମନ୍ଦିର ପରିସରରେ ଜିଲାର ଉଦୀୟମାନ ତିନିଜଣ ସାମ୍ବାଦିକଙ୍କ ଅକାଳ ବିୟୋଗରେ ପ୍ରେସ୍‌କ୍ଲବ ପକ୍ଷରୁ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ପ୍ରେସ୍ କ୍ଲବର ସଭାପତି ରାଜୀବ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ପୂର୍ବତନ ପୌରପାଳ ଭବପ୍ରସାଦ ଦାସ, ଯଜ୍ଞପ୍ରଭାର ସମ୍ପାଦକ ପଣ୍ଡିତ ଭୂପତି ଭୂଷଣ ମିଶ୍ର, ବରିଷ୍ଠ ଆଇନଜୀବୀ ପ୍ରବୀର କୁମାର ରାୟ ପ୍ରମୁଖ ଯୋଗ ଦେଇଥିଲେ ।

ଯାଜପୁରର ତିନିଜଣ ସାମ୍ବାଦିକଙ୍କୁ ହରାଇଥିବା କହି ଶୋକ ପ୍ରକାଶ କରିଥିଲା ପ୍ରେସକ୍ଲବ୍ । ଏହି ଅବସରରେ ବରିଷ୍ଠ ସାମ୍ବାଦିକ ପ୍ରଭାତ କୁମାର ରାଉତରାୟ, ଅଞ୍ଜନ ରାୟ ଓ ଶାରଦା ପ୍ରସନ୍ନ ମହାନ୍ତିଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ତିନିମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବରିଷ୍ଠ ବୁଦ୍ଧିଜୀବୀଙ୍କ ସମେତ ପ୍ରେସକ୍ଲବର ସମସ୍ତ ସଦସ୍ୟ ଯୋଗ ଦେଇ ସାମ୍ବାଦିକ ଭାଇମାନଙ୍କ ସ୍ମୃତି ଚାରଣ କରିବା ସହିତ ଗଭୀର ଶୋକ ବ୍ୟକ୍ତ କରିଥିଲେ ।

ଯାଜପୁରରୁ ଜ୍ଞାନରଞ୍ଜନ ଓଝା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.