ETV Bharat / state

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସମ୍ବର୍ଦ୍ଧନା - ରେଳମନ୍ତ୍ରୀ ଅଶ୍ୱୀନି ବୈଷ୍ଣବଙ୍କୁ ସମ୍ବର୍ଦ୍ଧନା

କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ସମ୍ବର୍ଦ୍ଧନା । ଯାଜପୁର ରେଳ ଷ୍ଟେସନରେ ବିଭିନ୍ନ ସଂଗଠନ ପକ୍ଷରୁ କେନ୍ଦ୍ରମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ଅଧିକ ପଢ଼ନ୍ତୁ

railway minister ashwini vaishnaw visit to jajpur
ରେଳମନ୍ତ୍ରୀ ଅଶ୍ୱୀନି ବୈଷ୍ଣବଙ୍କୁ ସମ୍ବର୍ଦ୍ଧନା
author img

By

Published : Jan 8, 2022, 4:12 PM IST

ଯାଜପୁର: କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ସମ୍ବର୍ଦ୍ଧନା । ଯାଜପୁର ରେଳ ଷ୍ଟେସନରେ ବିଭିନ୍ନ ସଂଗଠନ ପକ୍ଷରୁ କେନ୍ଦ୍ରମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି ।

ରେଳମନ୍ତ୍ରୀ ଅଶ୍ୱୀନି ବୈଷ୍ଣବଙ୍କୁ ସମ୍ବର୍ଦ୍ଧନା

ଆଜି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ବାଲେଶ୍ବର ଗସ୍ତରେ ଯାଇଛନ୍ତି । ବାଲେଶ୍ବର ଯିବା ସମୟରେ କେନ୍ଦ୍ରମନ୍ତ୍ରୀ ଯାଜପୁର ରୋଡ଼ ରେଳଷ୍ଟେସନରେ ଅଳ୍ପ ସମୟ ପାଇଁ ରହିଥିଲେ। ଏହି ସମୟରେ ଭାରତୀୟ ଜନତା ପାର୍ଟି, ବ୍ୟାସନଗର ମିଳିତ ମଞ୍ଚ ସମେତ ବିଭିନ୍ନ ସଂଗଠନ ପକ୍ଷରୁ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା।

ଏଥିସହ ବ୍ୟାସନଗର ରେଳ ଷ୍ଟେସନର ବିଭିନ୍ନ ସମସ୍ୟା ନେଇ ମନ୍ତ୍ରୀଙ୍କୁ ଏକ ଦାବି ପତ୍ର ଦିଆଯାଇଥିଲା। ତେବେ ଏହି ସବୁ ସମସ୍ୟାର ସମାଧାନ କରାଯିବ ବୋଲି ମନ୍ତ୍ରୀ ପ୍ରତିକ୍ରିୟା ଦେଇଛନ୍ତି।

ଯାଜପୁରରୁ ଜ୍ଞାନରଞ୍ଜନ ଓଝା, ଇଟିଭି ଭାରତ

For All Latest Updates

TAGGED:

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.