ETV Bharat / state

ଛାତ୍ରଛାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ - students problem for momentum

ଛାତ୍ରଛାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ ଅଖିଳ ଭାରତ ଛାତ୍ର ସଂଘ ଯାଜପୁର ଜିଲ୍ଲା ଶାଖା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି ।

ଛାତ୍ରଛାତ୍ରୀଙ୍କ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ

author img

By

Published : Sep 12, 2020, 2:55 PM IST

ଯାଜପୁର: ଛାତ୍ରଛାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ ଅଖିଳ ଭାରତ ଛାତ୍ର ସଂଘ ଯାଜପୁର ଜିଲ୍ଲା ଶାଖା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି ।

ଆସନ୍ତା ଶିକ୍ଷା ବର୍ଷ ପାଇଁ ରାଜ୍ୟର ସମସ୍ତ ସରକାରୀ ଶିକ୍ଷାନୁଷ୍ଠାନ ଗୁଡିକରେ ସମ୍ପୂର୍ଣ୍ଣ ଶିକ୍ଷା ଦେୟ ଛାଡ କରିବା, ଘରୋଇ ଶିକ୍ଷାନୁଷ୍ଠାନ ମାନଙ୍କରେ ଲକଡାଉନ ସମୟରେ ସମସ୍ତ ଫି ଛାଡ କରିବା, ଛାତ୍ରଛାତ୍ରୀଙ୍କୁ ମାଗଣା ୟୁନିଫର୍ମ, ବହି ଇତ୍ୟାଦି ଯୋଗାଇ ଦେବା, ବିଭିନ୍ନ ଶିକ୍ଷାନୁଷ୍ଠାନ ଗୁଡିକରେ ଖାଲି ପଡିଥିବା ପଦବୀ ପୂରଣ କରିବା ଏବଂ ଶିକ୍ଷାଧିକାର ଆଇନ ଅନୁଯାୟୀ ୨୫ ପ୍ରତିଶତ ଛାତ୍ରଛାତ୍ରୀଙ୍କୁ ମାଗଣାରେ ପାଠ ପଢ଼ାଇବା ଦାବିରେ ଏହି ଦାବିପତ୍ର ପ୍ରଦାନ କରାଯାଇଛି ।

ଛାତ୍ରଛାତ୍ରୀଙ୍କ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ

ସଂଘର ରାଜ୍ୟ ସଭାନେତ୍ରୀ ସଂଘମିତ୍ରା ଜେନାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଜିଲ୍ଲା ପ୍ରଶାସନକୁ ଏହି ଦାବିପତ୍ର ପ୍ରଦାନ କରିଥିଲେ ।

ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.