ETV Bharat / state

ବ୍ୟାସନଗରରେ ବିଜୁ ପ୍ରିମିଅର ଲିଗ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍ଘା‌ଟିତ

author img

By

Published : Mar 5, 2021, 3:26 PM IST

ବ୍ୟାସନଗର ସ୍ଥିତ ରାଜୀବ ଗାନ୍ଧୀ ଷ୍ଟାଡିୟମରେ ବିଜୁ ପ୍ରିମିୟର ଲିଗ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଛି ।

ବ୍ୟାସନଗରରେ ବିଜୁ ପ୍ରିମିୟର ଲିଗ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍ଘା‌ଟିତ

ଯାଜପୁର: ବ୍ୟାସନଗର ସ୍ଥିତ ରାଜୀବ ଗାନ୍ଧୀ ଷ୍ଟାଡିୟମରେ ବିଜୁ ପ୍ରିମିୟର ଲିଗ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ। ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଉପଲକ୍ଷେ ବ୍ୟାସନଗର ପୌରପରିଷଦରେ ୨୬ ଗୋଟି ୱାର୍ଡ କ୍ରିକେଟ ଖେଳାଳିଙ୍କୁ ନେଇ ଆରମ୍ଭ ହୋଇଛି ବିଜୁ ପ୍ରିମିୟର ଲିଗ କ୍ରିକେଟ।

ଆଜି ବ୍ୟାସନଗର ପୌରପରିଷଦର ପୂର୍ବତନ ଉପାଧ୍ୟକ୍ଷ ସୁବାସ ଚନ୍ଦ୍ର ବଳଙ୍କ ସଭାପତିତ୍ବରେ ଆୟୋଜିତ ଉଦ୍‌ଘାଟନୀ ଉତ୍ସବକୁ କୋରେଇର ବିଧାୟକ ଅଶୋକ କୁମାର ବଳ ଯୋଗ ଦେଇ ବିଜୁ ପ୍ରିମିୟର ଲିଗ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟନ କରିଥିଲେ। ଏହି ଉଦଘାଟନୀ ଉତ୍ସବରେ ଜିଲ୍ଲା ଯୁବ ସଭାପତି ପ୍ରତାପ କୁମାର ମହାନ୍ତି ସମ୍ମାନିତ ଅତିଥି ଓ ବିଜେଡିର ଅନେକ କର୍ମକର୍ତ୍ତା ଯୋଗ ଦେଇଥିଲେ। ଏହି କ୍ରିକେଟ ଟୁର୍ଣ୍ଣାମେଣ୍ଟକୁ ଯୁବ ବିଜେଡି ପକ୍ଷରୁ ଆୟୋଜନ କରାଯାଇଛି। ଏହି ଟୁର୍ଣ୍ଣାମେଣ୍ଟ ଆସନ୍ତା ୧୦ ତାରିଖରେ ଉଦ୍‌ଯାପିତ ହେବ।

ଯାଜପୁରରୁ ଜ୍ଞାନରଞ୍ଜନ ଓଝା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.