ETV Bharat / state

ନିଆଁର ଆଁରେ ଲକ୍ଷାଧିକ ମୂଲ୍ୟର ସମ୍ପତ୍ତି

ଯାଜପୁର ଜିଲ୍ଲା ଦଶରଥପୁର ବ୍ଳକ ବିରଜାପୁର ଗାଁରେ ଅଗ୍ନିକାଣ୍ଡ ଘଟି ୨ ବଖରା ସଂପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି ।

author img

By

Published : May 10, 2019, 7:45 PM IST

Updated : May 10, 2019, 7:52 PM IST

ଫଟୋ ସୌଜନ୍ୟ:ସମ୍ବାଦଦାତା, ଯାଜପୁର

ଯାଜପୁର: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା । ଯାଜପୁର ଜିଲ୍ଲା ଦଶରଥପୁର ବ୍ଳକ ବିରଜାପୁର ଗାଁରେ ଅଗ୍ନିକାଣ୍ଡ ଘଟି ୨ ବଖରା ସଂପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି । ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି ।

ଭିଡିଓ ସୌଜନ୍ୟ:ସମ୍ବାଦଦାତା, ଯାଜପୁର

ଗୁରୁବାର ବିଳମ୍ବିତ ରାତ୍ରିରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡିନାହଁ । ସୂଚନା ଅନୁସାରେ, ରାତିରେ ସମସ୍ତେ ଘରେ ଶୋଇଥିବାବେଳେ ହଠାତ୍ ନିଆଁ ଲାଗିଯାଇଥିଲା । ଖବର ପାଇ ସ୍ଥାନୀୟ ଲୋକଙ୍କ ସହାୟତାରେ ପ୍ରଥମେ ନିଆଁକୁ ଆୟତ କରିବାକୁ ଉଦ୍ୟମ କରାଯାଇଥିଲା । ପରେ ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ତେବେ ତୁରନ୍ତ ଅଗ୍ନି ବିପନ୍ନ ପରିବାରଙ୍କୁ ସହାୟତା ଯୋଗାଇଦେବାକୁ ଦାବି ହୋଇଛି ।

ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ

Intro:Body:

BREAKING

Conclusion:
Last Updated : May 10, 2019, 7:52 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.