ETV Bharat / state

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାଗତ ତ୍ରୁଟି ପ୍ରତିବାଦରେ ବ୍ୟାସନଗର ବିଜେପିର ବିରୋଧ

author img

By

Published : Jan 7, 2022, 10:35 PM IST

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ବେଳେ ହୋଇଥିବା ସୁରକ୍ଷାଗତ ତ୍ରୁଟି ପ୍ରତିବାଦରେ ଯାଜପୁରରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ବିରୋଧ ପ୍ରଦର୍ଶନ କରାଯାଇଛି। ଅଧିକ ପଢନ୍ତୁ

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାଗତ ତ୍ରୁଟି ପ୍ରତିବାଦରେ ବ୍ୟାସନଗର ବିଜେପିର ବିରୋଧ
ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାଗତ ତ୍ରୁଟି ପ୍ରତିବାଦରେ ବ୍ୟାସନଗର ବିଜେପିର ବିରୋଧ

ଯାଜପୁର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ବେଳେ ହୋଇଥିବା ସୁରକ୍ଷାଗତ ତ୍ରୁଟି ପ୍ରତିବାଦରେ ଯାଜପୁରରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ବିରୋଧ ପ୍ରଦର୍ଶନ କରାଯାଇଛି। ଆଜି ଯାଜପୁର ରୋଡ଼ ରେଳଷ୍ଟେସନ ସମ୍ମୁଖରେ ବିରୋଧ ପ୍ରଦର୍ଶନ କରିଛି କୋରେଇ ବିଜେପି ଯୁବମୋର୍ଚ୍ଚା। ପଞ୍ଜାବ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଉପରେ ଆକ୍ରମଣ ପାଇଁ ଷଡଯନ୍ତ୍ର କରାଯାଇଥିବା ବିଜେପି ପକ୍ଷରୁ ଅଭିଯୋଗ କରାଯାଇଛି।

ତୁରନ୍ତ ପଞ୍ଜାବ ସରକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରାଯାଇଛି। ଏହି ବିରୋଧ କାର୍ଯ୍ୟକ୍ରମରେ ବିଜେପି ଯୁବମୋର୍ଚ୍ଚାର ରାଜ୍ୟ ସମ୍ପାଦକ ବିକ୍ରମ ବିଶ୍ବାଳ, ମହିଳା ମୋର୍ଚ୍ଚାର ରାଜ୍ୟ ସମ୍ପାଦିକା ଇତିଶ୍ରୀ ଜେନା ଓ ଯୁବମୋର୍ଚ୍ଚାର ପୂର୍ବତନ ଜିଲ୍ଲା ସଭାପତି ସୁରଜଲାଲ ସାମଲ ପ୍ରମୁଖ ଶତାଧିକ କର୍ମୀ ସାମିଲ ହୋଇଥିଲେ।

ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ

For All Latest Updates

TAGGED:

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.