ETV Bharat / state

ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା, ପୋଲିସର ତଦନ୍ତ ଜାରି - young man committing suicide by hanging himself

ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା ଅଭିଯୋଗ । ଘଟଣାର ତଦନ୍ତ ଆରମ୍ଭ କଲା ପୋଲିସ । ଅଧିକ ପଢନ୍ତୁ....

Allegations of young man committing suicide by hanging himself in jajpur
ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା ଅଭିଯୋଗ
author img

By

Published : Dec 15, 2020, 7:29 AM IST

ଯାଜପୁର: ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ସୁଦର୍ଶନପୁର ଗାଁରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତ ଯୁବକ ଜଣକ ହେଲେ କାଶିନାଥ ଖଟୁଆ ।

ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା ଅଭିଯୋଗ

ସେ ଗତ କିଛି ବର୍ଷ ଧରି କଲିକତାରେ ରହି କାମ କରିଆସୁଥିଲେ । କୋରୋନା ଜନିତ କଟକଣା ପାଇଁ ସେ ଗାଁକୁ ଫେରିଆସିବା ପରେ କାମ ନ ପାଇ ହଇରାଣ ହରକତ ହେଉଥିଲେ । ଆର୍ଥିକ ସଙ୍କଟ ଯୋଗୁଁ ମାନସିକ ଭାରସାମ୍ୟ ହରାଇ ସେ ନିଜ ଘରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି ।

ପୋଲିସ୍ ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ନିମନ୍ତେ ଯାଜପୁର ମୁଖ୍ୟ ଡାକ୍ତରଖାନାକୁ ପଠାଇଛି । ସ୍ଥାନୀୟ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି ।

ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.