ETV Bharat / state

ଶେଷ ପର୍ଯ୍ୟାୟରେ ଯାଜପୁର ଜିଲ୍ଲା ମହୋତ୍ସବ ‘ଯଯାତି ୨୦୨୦’ର ପ୍ରସ୍ତୁତି - ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାସ

ଯାଜପୁର ଜିଲ୍ଲା ମହୋତ୍ସବ ଯଯାତି ୨୦୨୦ ଆସନ୍ତା ୧୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ମହୋତ୍ସବ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଅଧିକ ପଢନ୍ତୁ...

ଯାଜପୁର ଜିଲ୍ଲା ମହୋତ୍ସବ ଯଯାତି ୨୦୨୦: ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି
ଯାଜପୁର ଜିଲ୍ଲା ମହୋତ୍ସବ ଯଯାତି ୨୦୨୦: ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି
author img

By

Published : Jan 14, 2020, 11:57 AM IST

ଯାଜପୁର: ଆସନ୍ତା ୧୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଯାଜପୁର ଜିଲ୍ଲା ମହୋତ୍ସବ ଯଯାତି ୨୦୨୦ । ବାଳାଶ୍ରମ ପଡିଆରେ ଅନୁଷ୍ଠିତ ହେବାକୁ ଯାଉଥିବା ଏହି ମହୋତ୍ସବ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି।

ଯାଜପୁର ଜିଲ୍ଲା ମହୋତ୍ସବ ଯଯାତି ୨୦୨୦: ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି

ଏହାର ଉଦଘାଟନୀ ଉତ୍ସବରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । 5 ଦିନ ବ୍ୟାପୀ ଅନୁଷ୍ଠିତ ହେବାକୁ ଥିବା ମହୋତ୍ସବରେ ରାଜ୍ୟର କଳା, ସଂସ୍କୃତିର ପ୍ରଚାର ପ୍ରସାର କରାଯିବା ସହିତ ଲୋକ କଳା ପ୍ରଦର୍ଶିତ ହେବ।

ଏନେଇ ଓରମାସ ପକ୍ଷରୁ ପଲ୍ଲିଶ୍ରୀ ମେଳାର ମଧ୍ୟ ଆୟୋଜନ କରାଯାଇଛି। ବଲିଉଡ କଣ୍ଠଶିଳ୍ପୀ ସୋନୁ ନିଗମ ଏହାର ଉଦଘାଟନୀ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ଥିବାବେଳେ ଏହାକୁ ଉପଭୋଗ କରିବା ପାଇଁ ଜିଲ୍ଲାବାସୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖାଦେଇଛି ।

ଯାଜପୁରରୁ ଜ୍ଞାନରଞ୍ଜନ ଓଝା, ଇଟିଭି ଭାରତ

Intro:
ଥାନ: ଯାଜପୁର                                             ଭିଜୁଆଲ: ମହୋତ୍ସବ ପ୍ରିପେୟାରେସନ୍
ତାରିଖ: ୧୪.୦୧.୨୦୨୦
ରିପୋର୍ଟ: Gyanaranjan ojha
ପଂର୍ମାଟ୍: ଏଭିଓ
ସ୍ଲଗ: ଆସନ୍ତା ୧୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଯାଜପୁର ଜିଲା ମହୋତ୍ସବ
ଆଙ୍କର
ଆସନ୍ତା ୧୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଯାଜପୁର ଜିଲା ମହୋତ୍ସବ ଯଯାତି ୨୦୨୦ । ବାଳାଶ୍ରମ ପଡିଆରେ ଅନୁଷ୍ଠିତ ହେବାକୁ ଯାଉଥିବା ଏହି ମହୋତ୍ସବ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଂଚିଛି । ଉଦଘାଟନି ଉତ୍ସବରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାସ ମୁଖ୍ୟଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ୫ ଦିନ ବ୍ୟାପି ଅନୁଷ୍ଠିତ ହେବାକୁ ଥିବା ମହୋତ୍ସବରେ ରାଜ୍ୟ ର କଳା,ସଂସ୍କୃତିର ପ୍ରଚାର ପ୍ରସାର କରାଯିବା ସହିତ ଲୋକ କଳା ପ୍ରଦର୍ଶିତ ହେବ । ଓରମାସ ପକ୍ଷରୁ ପଲ୍ଲିଶ୍ରୀ ମେଳାର ମଧ୍ୟ ଆୟୋଜନ କରାଯାଇଛି । ବଲିଉଡ କଣ୍ଠଶିଳ୍ପୀ ସୋନୁ ନିଗମ ଉଦଘାଟନି ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ଥିବା ବେଳେ ଏହାକୁ ଉପଭୋଗ କରିବା ପାଇଁ ଜିଲାବାସୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖାଦେଇଛି ।
Body:newsConclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.