ETV Bharat / state

ଝାରସୁଗୁଡା ଜିଲ୍ଲାପାଳ ନିଲମ୍ବିତ: ଏଡିଏମଙ୍କୁ ଅତିରିକ୍ତ ଦାୟିତ୍ବ - ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ

ଝାରସୁଗୁଡ଼ା ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦୀପ ସାହୁଙ୍କୁ ଏହି ଦାୟିତ୍ବ ଦିଆଯାଇଛି ।

ଫଟୋ ସୌଜନ୍ୟ: ପ୍ରତିନିଧି, ଝାରସୁଗୁଡା
author img

By

Published : Aug 14, 2019, 3:15 PM IST

Updated : Aug 14, 2019, 3:20 PM IST

ଝାରସୁଗୁଡା: ହାଇକୋର୍ଟଙ୍କ ନିର୍ଦ୍ଦେଶ ଉଲ୍ଲଂଘନ କରି ଝାରସୁଗୁଡା ଜିଲ୍ଲାପାଳ ନିଲମ୍ବିତ ହେବା ପରେ ଅତିରିକ୍ତ ଦାୟିତ୍ବ ସମ୍ଭାଳିବେ ଝାରସୁଗୁଡା ଏଡିଏମ ପ୍ରଦୀପ ସାହୁ । ଝାରସୁଗୁଡ଼ା ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦୀପ ସାହୁଙ୍କୁ ଏହି ଦାୟିତ୍ବ ଦିଆଯାଇଛି ।

ଭିଡିଓ ସୌଜନ୍ୟ: ପ୍ରତିନିଧି, ଝାରସୁଗୁଡା

ହାଇକୋର୍ଟଙ୍କ ନିର୍ଦ୍ଦେଶ ଉଲ୍ଲଂଘନ ଅଭିଯୋଗର ଶୁଣାଣି କରି ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ ଜାଭେରୀ ଓ ଜଷ୍ଟିସ କେ.ଆର ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦେଇଥିଲେ । ଆସନ୍ତା ୨୭ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

ଝାରସୁଗୁଡାରୁ ରବି ନାରାୟଣ ସାହୁ, ଇଟିଭି ଭାରତ

Intro:ଝାରସୁଗୁଡା ଜିଲ୍ଲାପାଳଙ୍କୁ ନିଲମ୍ବିତ କରାଯାଇଛି । ନିଲମ୍ବିତ କରାଯିବାର ପରେ ରାଜ୍ୟ ସରକାର ଆଜି ଝାରସୁଗୁଡା ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ ଙ୍କୁ ଜିଲ୍ଳାପାଳ ଦାଇତ୍ୱ ଦିଆଯାଇଛି ।Body:।।।।।Conclusion:
Last Updated : Aug 14, 2019, 3:20 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.