ETV Bharat / state

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି ଦୀପଦାନ ଓ ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ - ଝାରସୁଗୁଡା ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କାର୍ଯ୍ୟକ୍ରମ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୀର୍ଘାୟୁ ପାଇଁ ରାଜ୍ୟର ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଦୀପଦାନ ଓ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ଅଧିକ ପଢନ୍ତୁ

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ ପାଇଁ ଦୀପଦାନ ଓ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କାର୍ଯ୍ୟକ୍ରମ

author img

By

Published : Jan 6, 2022, 9:12 PM IST

ଝାରସୁଗୁଡା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୀର୍ଘାୟୁ ପାଇଁ ରାଜ୍ୟର ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଦୀପଦାନ ଓ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ଝାରସୁଗୁଡା ବିଟିଏମସ୍ଥିତ ଜଗନ୍ନାଥ ଓ କାଶି ବିଶ୍ୱନାଥ ମନ୍ଦିରରେ ଏହି ଦୀପଦାନ ଓ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜିପ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମ ରାଜ୍ୟର ସମସ୍ତ ଜିଲ୍ଲାରେ କରାଯିବ । ପଞ୍ଜାବ ଗସ୍ତ ସମୟରେ ଆନ୍ଦୋଳନକାରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଝି ରାସ୍ତାରେ ଅଟକାଇବା ଏକ ଷଡୟନ୍ତ୍ର ।

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ ପାଇଁ ଦୀପଦାନ ଓ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କାର୍ଯ୍ୟକ୍ରମ

ପ୍ରଧାନମନ୍ତ୍ରୀଙ୍କୁ ବିରୋଧ ନୁହେଁ ବଂର ଆକ୍ରମଣ କରିବା ପାଇଁ ଏହା ବିରୋଧୀଙ୍କ ଷଡଯନ୍ତ୍ର ଥିଲା । ହେଲେ ମହାପ୍ରଭୁଙ୍କ ଆଶୀର୍ବାଦରୁ ଦେଶର ଜଶସ୍ୱୀ ପ୍ରଧାନମନ୍ତ୍ରୀ ସୁରକ୍ଷିତ ଅଛନ୍ତି । ତେଣୁ ମହାପ୍ରଭୁଙ୍କୁ ଧନ୍ୟବାଦ ଜ୍ଞାପନ କରାଯିବା ସହ ମୋଦୀଙ୍କ ଦୀର୍ଘାୟୁ କାମନା କରି ଏହି ଦୀପଦାନ ଓ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କାର୍ଯ୍ୟକ୍ରମ ଝାରସୁଗୁଡାରେ ଆଜି ଅରମ୍ଭ କରାଯାଇଥିବା ବେଳେ ରାଜ୍ୟର ସମସ୍ତ ଜିଲ୍ଲାରେ ଅନୁଷ୍ଠିତ ହେବ ବୋଲି ବିଜେପି ରାଜ୍ୟ ମହିଳା ମୋର୍ଚ୍ଚା ସଭାପତି ସ୍ମୃତି ପଟ୍ଟନାୟକ ସୂଚନା ଦେଇଛନ୍ତି ।

ଝାରସୁଗୁଡ଼ାରୁ ଗୁରୁଚରଣ ବାଘ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.